ପ୍ରମୂଖ ଖବର
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରିଆମାଳ ବ୍ଲକରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ

ରିଆମାଳ, ୦୯/୧୨ : ରିଆମାଳ ବ୍ଲକରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ ହୋଇଯାଇଛି l ବ୍ଲକ ସଦର ମହାକୁମା କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସାଂସଦଙ୍କ ପ୍ରତିନିଧି ଅରୁଣ କୁମାର ସାହୁ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ l 

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠୀ ସେମାନଙ୍କ ଦ୍ୱାରା ଉତ୍ପଦିତ ବିଭିନ୍ନ ସାମଗ୍ରୀ ତଥା ପନିପରିବା ପ୍ରଦର୍ଶନ କରିଥିଲେ l ଜିଲ୍ଲା ସଂଯୋଜକ ସବକାନ୍ତ ଦାଶ ପୂର୍ଣ୍ଣ ସହଯୋଗ କରିଥିଲେ l ଆଜି ରିଆମାଳ, ବୁଡିଦ, ତାରଙ୍ଗ, ଟୁହିଳାମଳ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.