ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଡିଜିପିଙ୍କ ବୈଠକ, ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ, ୪।୭  : ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଟାଉନ ହଲ ରେ ଡିଜିପି ଅରୁଣ ଷଡଙ୍ଗୀ ବୈଠକ କରିଛନ୍ତି। ପୋଲିସ ପ୍ରଶାସନର ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ନେଇ ଡିଜିପି ବୈଠକ କରିଛନ୍ତି । ଦୁଇଦିନ ରଥଯାତ୍ରା ପଡୁଥିବାରୁ ଜନଗହଳି ନିୟନ୍ତ୍ରଣ, ରଥଟଣା, ଟ୍ରାଫିକ ସୁପରିଚାଳନା ଓ ଭିଭିଆଇପିଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ। ରାଷ୍ଟ୍ରପତିଙ୍କ ଗସ୍ତ ଥିବାରୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ। ସୁରକ୍ଷା ଦାୟିତ୍ବରେ ସମୁଦାୟ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ହେବେ ମୁତୟନ ବୋଲି ଜଣାପଡିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.