ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା

Published By : Harapriya Sethi | October 18, 2024 9:54 AM

ବୌଦ୍ଧ, ୧୮/୧୦: ଆକ୍ସନ ମୋଡରେ ଓଡିଶା ଡିଜିପି । ମାଓ ଗତିବିଧିକୁ ଦମନ କରିବାକୁ ମାଓ ପ୍ରବଣ ଜିଲ୍ଲା ଗସ୍ତରେ ଆସିଲେ ଡିଜିପି ୱାଇ ବି ଖୁରାନିଆ । ମାଓ ଦମନ ଏବଂ ଆଇନ ଶୃଙ୍ଖଳାକୁ ନେଇ ସମସ୍ତ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସହିତ କରିବେ ଆଲୋଚନା । 

ସୂଚନା ମୁତାବକ, ବିଗତ ଦିନରେ ବୌଦ୍ଧ ଜିଲ୍ଲାରେ ବଢିଛି ମାଓବାଦୀଙ୍କ ଉତ୍ପାତ । ସମସ୍ତ ଆଇନକୁ କରୁଛନ୍ତି ଭଙ୍ଗ । ତେଣୁ  ମାଓ ଦମନ ଏବଂ ଆଇନ ଶୃଙ୍ଖଳାକୁ ନେଇ ମାଓ ପ୍ରବଣ ବୌଦ୍ଧ ଜିଲ୍ଲା ଗସ୍ତରେ ଆସିଲେ ଡିଜିପି ୱାଇ ବି ଖୁରାନିଆ  । ସେଠାରେ ସେ ସମସ୍ତ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସହିତ ଏହି ବିଷୟରେ ଆଲୋଚନା କରିବେ । ଏହା ପରେ ଏହି ବାବଦରେ କୌଣସି ଦୃଢ ପଦକ୍ଷେପ ନେବେ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.