ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ

Published By : Harapriya Sethi | June 16, 2025 7:41 AM

ନରସିଂହପୁର, ୧୬/୦୬: କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ଡିମିରିଆ ଗାଁରେ ଝାଡାବାନ୍ତିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ଶାନ୍ତିଲତା ନାଏକ (୫୫ ବର୍ଷ) ବୋଲି ଜଣାପଡ଼ିଛି । ତାଙ୍କ ପରିବାରର ଦେବସ୍ମିତା ନାଏକ (୨୭ବର୍ଷ), ବିଶ୍ୱଜିତ ନାଏକ (୧୨ ବର୍ଷ), ଅଭିଜିତ ନାଏକ (୮ ବର୍ଷ) ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।

ସୂଚନା ମୁତାବକ, ଦେବସ୍ନାନ ପୂର୍ଣ୍ଣିମାରେ ଶାନ୍ତି ଲତାଙ୍କ ଭାଇ ପୂର୍ବତନ ଗ୍ରାମରକ୍ଷୀ ସୁରସେନ ନାଏକଙ୍କ (୭୦ ବର୍ଷ) କିଡ଼ନୀ ରୋଗରେ ମୃତ୍ୟୁ ଘଟିଥିଲା। ଏହାର କିଛି ଦିନ ମଧ୍ୟରେ ହିଁ ଶାନ୍ତି ଲତା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ । ରବିବାର ଦିନ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ନରସିଂହପୁର ମେଡିକାଲକୁ ଚିକିତ୍ସା ପାଇଁ ଆଣାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ଘଟିଛି । ଏହି ଘଟଣା ପରେ ଡିମିରିଆ ଗାଁରେ ଶୋକର ଛାୟା ଖେଳିଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.