ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ୱେବ୍‌ସାଇଟ୍‌ରେ ଉପଲବ୍ଧ ହେଲା ଡିଜିଟାଲ୍‌ ମାଟ୍ରିକ୍‌ ସାର୍ଟିଫିକେଟ୍‌, ୭ ଦିନ ଯାଏଁ ମାଗଣାରେ କରିପାରିବେ ଡାଉନଲୋଡ୍

Published By : Rasmita Pradhan | May 6, 2025 8:28 AM

କଟକ, ୦୬/୦୫ : ସଦ୍ୟ ପ୍ରକାଶିତ ମାଟ୍ରିକ୍‌ ଫଳର ସାର୍ଟିଫିକେଟ୍‌ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟ୍‌ରେ ସୋମବାର ସନ୍ଧ୍ୟା ୭ଟାରୁ ଉପଲବ୍‌ଧ ହୋଇଛି । ପାସ୍‌ କରିଥିବା ପରୀକ୍ଷାର୍ଥୀମାନେ ସେମାନଙ୍କ ଡିଜିଟାଲ୍‌ ସାର୍ଟିଫିକେଟ୍‌ ଘରେ ବସି ମଧ୍ୟ ପାଇପାରିବେ । ସେହିପରି ପରୀକ୍ଷାର୍ଥୀମାନେ ନିଜ ହ୍ୱାଟସ୍‌ଆପ୍‌ରେ ମଧ୍ୟ ଏହି ଡିଜିଟାଲ୍‌ ସାର୍ଟିଫିକେଟ୍‌ ସିଧାସଳଖ ପାଇବା ଲାଗି ସୁଯୋଗ ରହିଛି । ଏଥିଲାଗି ବୋର୍ଡ ପକ୍ଷରୁ ୭୭୧୦୦୫୮୧୯୨ ହ୍ୱାଟସ୍‌ଆପ୍‌ ନମ୍ବର ଜାରି କରାଯାଇଛି । ଉକ୍ତ ହ୍ୱାଟସ୍‌ଆପ୍‌କୁ ମେସେଜ୍‌ ପଠାଇ ଆବେଦନକାରୀମାନେ ସହଜରେ ମାଟ୍ରିକ୍‌ ସାର୍ଟିଫିକେଟ୍‌ ପାଇପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । 

ପରୀକ୍ଷାର୍ଥୀମାନେ ୭ ଦିନ ମଧ୍ୟରେ ଏହି ଡିଜିଟାଲ୍‌ ସାର୍ଟିଫିକେଟ୍‌ ୱେବ୍‌ସାଇଟ୍‌ରୁ ଯେତେଥର ଡାଉନ୍‌ଲୋଡ୍‌ କଲେ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ମାତ୍ର ୭ ଦିନ ପରେ ପ୍ରଥମ ଥର ଡାଉନ୍‌ଲୋଡ୍‌ କଲେ କୌଣସି ଦେୟ ଦେବାକୁ ପଡିବ ନାହିଁ । ମାତ୍ର ଏହାପରେ ଡାଉନ୍‌ଲୋଡ କଲେ ଥରକେ ୫୦୦ ଟଙ୍କା ଅନ୍‌ଲାଇନ୍‌ରେ ଦେବାକୁ ପଡିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ହ୍ୱାଟସ୍‌ଆପ୍‌ରେ କିପରି ସାର୍ଟିଫିକେଟ୍‌ ପାଇପାରିବେ ସେ ସମ୍ପର୍କରେ ବୋର୍ଡ ପକ୍ଷରୁ ଅବଗତ କରାଯାଇଥିବା ସୋପାନ ସମ୍ପର୍କରେ ଉଲ୍ଲେଖ ରହିଛି ।

ଏହି ଖବରଟିକୁ ପଢନ୍ତୁ-ଅବକାରୀ ଓ ଟ୍ରାଫିକ୍ ଏସଆଇ ପରୀକ୍ଷା ବାତିଲ, ଜୁଲାଇ ୬ରେ ସାନି ପରୀକ୍ଷା କରିବ OSSC

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.