ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

୨ ମାସ ହେଲା ବିଦ୍ୟୁତ୍ କାଟ୍ ନେଇ ଅସନ୍ତୋଷ, ଗ୍ରାମବାସୀଙ୍କ ରାସ୍ତାରୋକ

ଭୁବନେଶ୍ବର,୨୩।୬ :  ଦୀର୍ଘ ୨ ମାସ ହେବ ପାଞ୍ଚ ପଞ୍ଚାୟତରେ ବିଦ୍ୟୁତ୍ କାଟ ସମସ୍ୟା  ଲାଗି ରହିଛି। ଗତ ୧୫ ଦିନ ହେଲା ଏହି ସମସ୍ୟା ଗ୍ରାମବାସୀଙ୍କୁ ଅଣ ନିଃଶ୍ୱାସ କରିଦେଇଛି। ୨୪ ଘଣ୍ଟାରୁ ମାତ୍ର ଦୁଇରୁ ତିନି ଘଣ୍ଟା ବିଦ୍ୟୁତ୍ ଥିବା ବେଳେ ବାକି ସମୟ ବିଦ୍ୟୁତ୍ ସରବରାହ ବନ୍ଦ ରହୁଛି। କଲ୍ୟାଣପୁର, ବରିମୁଣ୍ଡ, ଗଣ୍ଡରପୁର ସମେତ ୫ ପଞ୍ଚାୟତର ଲୋକେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

କଲ୍ୟାଣପୁର, ବରିମୁଣ୍ଡ, ଗଣ୍ଡରପୁର ସମେତ ୫ ପଞ୍ଚାୟତର ଲୋକେ ବିଦ୍ୟୁତ ନ ଥିବାରୁ ଗରମ ଗୁଳୁଗୁଳି ଛଟପଟ ହେଉଛନ୍ତି। ସ୍ଥାନୀୟ ଅଞ୍ଚଳର ଜେ.ଇ. ଙ୍କୁ ଡାକିଲେ ମଧ୍ୟ ସେ ଆସୁନଥିବା ବେଳେ ବିଦ୍ୟୁତ୍ କାଟ କୌଣସି  ସମାଧାନ ହୋଇପାରୁ ନାହିଁ। ଲୋକଙ୍କ ଅସନ୍ତୋଷ ଆଜି ଚରମ ସୀମାରେ ପହଞ୍ଚିଛି। ଏନେଇ ଆଜି ଶତାଧିକ ଗ୍ରାମବାସୀ ଇଲେକ୍ଟ୍ରି ଗାଡ଼ି ଓ କିଛି କର୍ମଚାରୀଙ୍କୁ ଅଟକ ରଖିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ବିଦ୍ୟୁତ୍ କାଟ ସମସ୍ୟା ସମାଧାନ ନହେଲେ ବଡ ଧରଣର ଆନ୍ଦୋଳନ ପାଇଁ ଚେତାବନୀ ଦେଇଛନ୍ତି ଗ୍ରାମବାସୀ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.