ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ଗେଣ୍ଡୁ ଚାରା ବଣ୍ଟନ

Published By : Suraj Kumar | November 5, 2024 8:22 PM

ଫିରିଙ୍ଗିଆ,୫।୧୧  କାନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ପରିସରରେ ଗେଣ୍ଡୁ ଫୁଲ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I କନ୍ଧମାଳ ଜିଲ୍ଲା ରେ ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ଏହି ଚାରା ବଣ୍ଟନ କରାଯାଇଛି।

 ଜିଲ୍ଲାପାଳ ଅମ୍ରିତ ଋତୁରାଜ ଙ୍କ ନିଜସ୍ୱ ପ୍ରଚେଷ୍ଟା ରେ ପ୍ରତ୍ବେକ ବ୍ଲକ ରେ ସ୍ୱୟଂ ସହାୟକ ଗୋଷ୍ଠିର ମହିଳା ମାନଙ୍କୁ ଏହି ଫୁଲ ଚାରା ବଣ୍ଟନ କରାଯାଉଥିବା ବେଳେ ଅନୁରୂପ ଭାବରେ ଫିରିଙ୍ଗିଆ ବ୍ଲକ ରେ ମଧ୍ୟ୍ୟ ମହିଳା ମାନଙ୍କୁ ଏହି ଫୁଲ ଚାରା ବଣ୍ଟନ କରାଯାଇଛି I ତେବେ ଫିରିଙ୍ଗିଆ ବ୍ଲକ ରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ଗୋଷ୍ଠି ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ମହିଳା ଓ ଶିଶୁ ବିକାଶ ଅଧିକାରିଣୀ ନିବେଦିତା ପ୍ରଧାନ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ରହି ମହିଳା ମାନଙ୍କୁ ଚାରା ବଣ୍ଟନ କରିଥିଲେ I ତେବେ ଫିରିଙ୍ଗିଆ ବ୍ଲକ ର ସମୁଦାୟ ୨୪ ଟି ପଞ୍ଚାୟଟ ପାଇଁ ତିନି ଲକ୍ଷ୍ ଫୁଲ ଚାରା ବଣ୍ଟନ କରାଯିବା ପାଇଁ ଲକ୍ଷ୍ୟ ଧର୍ଯ୍ୟ କରାଯାଇଥିବା ବେଳେ ସମୁଦାୟ ତିରିଶ ଏକର ଜମିରେ ଏହି ଫୁଲ ଚାରା ରୋପଣ କରାଯିବାର କାର୍ଯ୍ୟକ୍ରମ ରହିଥିବା ବ୍ଲକ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି I 

ତେବେ ଏହି ଫୁଲ ଚାଷ ର ସଫଳ ରୂପାୟନ ପରେ ଆଗାମୀ ଦିନରେ ମହିଳା ମାନଙ୍କୁ ମାଛ ଚାଷ, କୁକୁଡ଼ା ଚାଷ, ଛତୁ ଚାଷ ବାଡ଼ି ଅଗଣା ଦେଶୀ କୁକୁଡ଼ା ଚାଷ ଭଳି ଯୋଜନା ରଖାଯାଇଥିବା ମଧ୍ୟ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି I ତେବେ ଅନୁଷ୍ଠିତ ହୋଇଥିବା ଏହି ଫୁଲ ଚାରା ବଣ୍ଟନ କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମାଧ୍ୟ୍ୟରେ ବ୍ଲକ ରେ କାର୍ଯ୍ୟରତ ବିପିଏମ ସଂଗ୍ରାମ କେଶରୀ ସାହୁ, ବିପିସି ବାଦଲ ନାୟକ, ବିଏଲସି ରତିକାନ୍ତ ସାହୁ, ମହିଳା ବିଏଲସି ରୁବିନା ନାଏକ ଉପସ୍ଥିତ ରହି ସହଯୋଗ କରିଥିଲେ I

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.