PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ଦଇତାପତି ନିଯୋଗ ସହ ଜିଲ୍ଲାପାଳଙ୍କ ବୈଠକ, ବାହୁଡାଯାତ୍ରା ନୀତି ସଅଳ ହେବ

ପୁରୀ, ୬/୭ : ବାହୁଡ଼ାଯାତ୍ରା ନୀତି ସଅଳ କରିବା ପାଇଁ ପ୍ରଶାସନର ପ୍ରସ୍ତୁତି । ମଙ୍ଗଳବାର ଦଇତାପତି ନିଯୋଗ ସହ ଜିଲ୍ଲାପାଳଙ୍କ ବୈଠକ ହୋଇଛି । ଜୁଲାଇ ୮ ସନ୍ଧ୍ୟା ଦର୍ଶନ ଦିନ ଅପରାହ୍ନ ୪ରୁ ବନ୍ଦ ହେବ ଭକ୍ତଙ୍କ ଦର୍ଶନ । ଦର୍ଶନ ବନ୍ଦ କରି ବାହୁଡା ନୀତି ସାରିବାକୁ ନିଷ୍ପତ୍ତି ନିଆଯାଇଛି । ସୁନାବେଶ ନୀତି ମଧ୍ୟ ସଅଳ କରିବାକୁ ଚାଲିଛି ପ୍ରୟାସ ।

ଏ ନେଇ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ସୂଚନା । ସୁନାବେଶ ଦିନ ତିନି ରଥର ଠାକୁରଙ୍କ ଉଭୟ ପାର୍ଶ୍ଵରେ ପ୍ରଥମ ଥର ପାଇଁ ପାଇପ୍ ଲଗାଯିବ। ଫଳରେ କୌଣସି ସେବାୟତ ବିଗ୍ରହଙ୍କ ସମ୍ମୁଖରେ ରହିବେ ନାହିଁ ।