PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ବାପାଙ୍କୁ ଆଇ ଲଭ୍ ୟୁ ମେସେଜ୍ ଦେଇ ହଷ୍ଟେଲ ଛାତରୁ ଡେଇଁ ଆତ୍ମହତ୍ୟା କଲେ ଡାକ୍ତରୀ ଛାତ୍ର, ମୃତ୍ୟୁର କାରଣ ଅସ୍ପଷ୍ଟ

ବାଲେଶ୍ୱର ୩୧/୦୩: ହଷ୍ଟେଲ ଛାତ ଉପରୁ ଡେଇଁ ପଡିଲେ ଡାକ୍ତରୀ ଛାତ୍ର । ଶୁକ୍ରବାର ବିଳମ୍ବିତ ରାତିରେ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ବାଲେଶ୍ୱର ଜିଲ୍ଲା ଫକୀର ମୋହନ ମେଡିକାଲ କଲେଜରେ ଏଭଳି ଅଘଟଣ ଘଟିଛି। ତେବେ ଛାତ୍ର ଜଣଙ୍କ ହେଉଛନ୍ତି ଡାକ୍ତରୀ ତୃତୀୟ ବର୍ଷର ଛାତ୍ର ହିତେଷ୍ଣୁ ଦାସ ।

ସୂଚନା ମୁତାବକ, ଶୁକ୍ରବାର ନାଇଟ-ସୋ ସିନେମା ଦେଖି ସାଙ୍ଗଙ୍କ ସହିତ ହଷ୍ଟେଲ ଫେରିଥିଲେ ହିତେଷ୍ଣୁ। ବାପାଙ୍କୁ ଆଇ ଲଭ୍ ୟୁ ମେସେଜ୍ ଦେବା ପରେ ଛାତରୁ ଡେଇଁ ପଡିଥିବା ସୂଚନ। ତେବେ ପ୍ରକୃତ ଘଟଣା କଣ ରହିଛି ତାହା ଜଣାପଡିନାହିଁ। ଶବ ବ୍ୟବଚ୍ଛେଦ ସରିଥିବା ବେଳେ ଘଟଣାର ପୋଲିସ ତଦନ୍ତ ଜାରି ରହିଛି ।