PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିିତ ପୂଜାରୀଙ୍କୁ ବହିଷ୍କାର ପରେ ବଦଳିଲେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ
  • ||
  • ସିଙ୍ଗାପୁରରେ ରାଷ୍ଟ୍ରପତି ନିର୍ବାଚନ ଲଢିବେ ଭାରତୀୟ ବଂଶୋଦ୍ଭବ ତଥା ବରିଷ୍ଠ ମନ୍ତ୍ରୀ ଥର୍ମନ ଶନମୁଗରତ୍ନମ
  • ||
  • ଭୁବନେଶ୍ବର : ୧୦ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ
  • ||
  • ଭୁବନେଶ୍ବର : ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ, କମିଟି ଅଧ୍ୟକ୍ଷ ହେଲେ ବିଧାୟକ ସନ୍ତୋଷ ସିଂ ସାଲୁଜା
  • ||
  • ସୋର : ଭଙ୍ଗା ହେଲା ବାହାନଗା ହାଇସ୍କୁଲ ଘର, ଟ୍ରେନ୍ ଦୁର୍ଘଟଣା ପରେ ରଖାଯାଇଥିଲା ମୃତଦେହ
  • ||
  • ଭୁବନେଶ୍ଵର : ରେଲୱେ ପକ୍ଷରୁ ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତ ୬୬୧ ପରିବାରକୁ ମିଳିଛି ସହାୟତା ରାଶି, ୪ଟି ଲେନରେ କରୁଛି ଟ୍ରେନ୍ ଚଳାଚଳ
  • ||
  • ରାୟଗଡ଼ା : ଠିକାଦାର ତଥା କଂଗ୍ରେସ ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
  • ||
  • ଭୁବନେଶ୍ଵର : ଏକ ମଡେଲ ସ୍କୁଲ ଭାବରେ ଗଢାହେବ ବାହାନଗା ହାଇସ୍କୁଲ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ||

ବେଆଇନ ଲିଙ୍ଗ ନିରୂପଣ କରିବା ଅଭିଯୋଗରେ ଡାକ୍ତର ଅଟକ

କଟକ, ୨୪/୦୫ : ବେଆଇନ ଲିଙ୍ଗ ନିରୂପଣ କରିବା ଅଭିଯୋଗରେ ଡାକ୍ତର ଅଟକ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ କଟକ ଫ୍ରେଣ୍ଡସ୍ କଲୋନୀ ଅଞ୍ଚଳରେ ଥିବା ଏକ କ୍ଲିନିକରେ ଚଢାଉ କରିଥିଲା । ଚଢାଉ ସମୟରେ ବେଆଇନ୍ ଭାବେ ଲିଙ୍ଗ ନିରୂପଣ ହେଉଥିବା ଜଣାପଡିଥିଲା। ପୁରୀ ଜିଲ୍ଲା ସାକ୍ଷୀଗୋପାଳ ସରକାରୀ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର ପୁନ୍ୟଶ୍ଲୋକ ଦାସଙ୍କୁ ମଙ୍ଗଳାବାଗ ଥାନା ପୋଲିସ ଓ ସ୍ୱାସ୍ଥ୍ୟ ବିଭାଗର ଟିମ୍ ସିଡିଏମଓ ଅଫିସକୁ ନେଇ ପଚରାଉଚୁରା କରୁଛି।

ଏହା ସହ କ୍ଲିନିକରେ ଏକାଧିକ ମହିଳା ଉପସ୍ଥିତ ଥିବା ବେଳେ ତାଙ୍କୁ ମଧ୍ୟ ପଚରାଉଚୁରା କରିଥିଲା ସ୍ୱାସ୍ଥ୍ୟ ବିଭାଗର ଟିମ୍। ସେପଟେ ଅଭିଯୋଗକୁ ଭିତ୍ତିହୀନ ଵୋଲି କହିଛନ୍ତି ଡାକ୍ତର।

ସମ୍ବନ୍ଧିତ ଖବର