ପ୍ରମୂଖ ଖବର
  • ବାଙ୍କୀ : ଢାବାରେ ଖାଇବାକୁ ନେଇ ମାରପିଟ୍, ହୋଟେଲ ମାଲିକଙ୍କ ଆକ୍ରମଣରେ ଗ୍ରାହକ ମୃତ
  • ||
  • ଉତ୍ତରାଖଣ୍ଡ: ପହଲଗାମ୍ ଆକ୍ରମଣ ପରେ ଉତ୍ତରାଖଣ୍ଡରେ ସୁରକ୍ଷା କଡ଼ାକଡ଼ି, ଭ୍ୟାଲି ଅଫ୍ ଫ୍ଲାୱାର୍ସରେ ଆତଙ୍କବାଦ ବିରୋଧୀ ଦଳ ମୁତୟନ
  • ||
  • ଗୁଜରାଟ: ଅହମ୍ମଦାବାଦ ଏୟାରପୋର୍ଟ ନିକଟରେ ଯାତ୍ରୀବାହୀ ବିମାନ ଦୁର୍ଘଟଣା, ପ୍ଲେନ୍‌ରେ ଥିଲେ ୨୪୨ ଯାତ୍ରୀ
  • ||
  • ରାଜଧାନୀରୁ ୩ ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଡ଼ବିଲ: ଯୋଡ଼ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କରୁ ଲୁଟ, ବନ୍ଧୁକ ମୁନରେ ୫ ଦୁର୍ବୃତ୍ତ ଲୁଟିନେଲେ ନଗଦ ୧୧ ଲକ୍ଷ ଟଙ୍କା, ସୁନା ଅଳଙ୍କାର
  • ||
  • ରାଜ୍ୟ ସ୍ତରୀୟ 'ବିକାଶ ବାହନ'ର ଶୁଭାରମ୍ଭ, ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ନେଇ ଲୋକଙ୍କୁ କରିବ ସଚେତନ
  • ||
  • ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ
  • ||
  • କଟକ : ଜମି ବିବାଦକୁ କେନ୍ଦ୍ରକରି ଗଣ୍ଡଗୋଳ, ସମ୍ପର୍କୀୟ ଭାଇର କଟୁରୀ ଚୋଟରେ ବୃଦ୍ଧ ଗୁରୁତର
  • ||
  • ଛତିଶଗଡ଼ ସୁକମାରେ ଏନ୍‌କାଉଣ୍ଟ, ଯବନାଙ୍କ ଗୁଳିରେ ୨ ମାଓବାଦୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
  • ||
  • ଭଦ୍ରକ : ତିହିଡ଼ି ‘ଏୟୁ ସ୍ମଲ୍ ଫାଇନାନ୍ସ ବ୍ୟାଙ୍କ’ରୁ ଡକାୟତି ଅଭିଯୋଗ; ୭ଲକ୍ଷ ୫୨ ହଜାର ଟଙ୍କା ଚୋରି
  • ||
  • ଅନୁଗୁଳ : ୨ ବାଇକ୍‌ ମୁହାଁମୁହିଁ ଧକ୍କା: ୨ ମୃତ , ଦୁଇ ଗୁରୁତର
  • ||
  • ଭୁବନେଶ୍ୱର-ଆବୁଧାବିକୁ ଡାଇରେକ୍ଟ ଫ୍ଲାଇଟ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବାଲିପାଟଣାରେ ଗୋଷ୍ଠୀ ସଙ୍ଘର୍ଷ, ୫ ଆହତ
  • ||
  • ସୋରରେ ଆତଙ୍କରାଜ୍, ଡାକ୍ତରଙ୍କ ଘରେ ଡକାୟତି, ଲୁଟେରାଙ୍କ ଭୁଜାଲି ମାଡ଼ରେ ୨ ଗୁରୁତର
  • ||
  • ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ କ୍ଷତିପୂରଣ, ପରିବାରର ଜଣକୁ ନିଯୁକ୍ତି
  • ||
  • ଗୋ ଚାଲାଣରୁ ରକ୍ତପାତ ମାମଲା: ଜୀବନ ଯୁଦ୍ଧରେ ହାରିଗଲେ ସନ୍ତୋଷ, କଷଟି ଓ ତୁଳସୀପୁରରେ ପୁଲିସ ଛାଉଣି
  • ||
  • ଅଣସରରେ ଦାରୁବ୍ରହ୍ମ, ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟିଦିଅଁ
  • ||
  • ଫେରିଲା ମୌସୁମୀ, ତାତିରେ ଲାଗିଲା ବ୍ରେକ୍: ୧୭ ଯାଏ ବର୍ଷା ସମ୍ଭାବନା, ୨ରୁ ୪ ଡିଗ୍ରୀ ଖସିବ ପାରଦ
  • ||

ଯାଜପୁରରେ ଝାଡାବାନ୍ତି ବ୍ୟାପିବା ଘଟଣା, ପ୍ରଭାବିତ ଅଞ୍ଚଳକୁ ପଠାଯାଇଛି ଡାକ୍ତର ଓ ବିଶେଷଜ୍ଞ : ସ୍ବାସ୍ଥ୍ୟ ବିଭାଗ

Published By : Suraj Kumar | June 11, 2025 9:41 PM

ଭୁବନେଶ୍ବର,୧୧।୬ :  ଯାଜପୁର ଜିଲ୍ଲାରେ ଝାଡାବାନ୍ତି ରୋଗର ଚିକିତ୍ସା ନିମନ୍ତେ  ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଆରମ୍ଭ କରାଯାଇଛି।  ବିଭାଗୀୟ ଶାସନ ସଚିବ ଅଶ୍ବଥି ଏସଙ୍କ ତତ୍ତ୍ବାବଧାନରେ ସ୍ବାସ୍ଥ୍ୟସେବା  ଏବଂ ଜନ ସ୍ବାସ୍ଥ୍ୟସେବା  ଟିମ୍ ସମନ୍ବିତ ଭାବେ  କାର୍ଯ୍ୟ କରୁଛନ୍ତି। ସେହିପରି ଜନସ୍ବାସ୍ଥ୍ୟ ନିର୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ରାଜ୍ୟସ୍ତରରୁ ସ୍ବତନ୍ତ୍ର ଭାବେ ୨ଟି ରାପିଡ ଆକ୍ସନ ଟିମ ପ୍ରଭାବିତ ଅଞ୍ଚଳରେ ପହଞ୍ଚିଛନ୍ତି। ରାଜ୍ୟସ୍ତରୀୟ ଟିମରେ  ଡାକ୍ତର, ମାଇକ୍ରୋବାୟୋଲୋଜି ବିଶେଷଜ୍ଞ, ସଂକ୍ରମକ ରୋଗୀ ସାମିଲ କରାଯାଇଛି।

ମହାରାଜା ଯଯାତି କେଶରୀ ମେଡିକାଲ କଲେଜ, ଯାଜପୁର ଏବଂ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରୁ ବିଶେଷଜ୍ଞ ଓ ଡାକ୍ତରମାନଙ୍କୁ ପ୍ରଭାବିତ ଅଞ୍ଚଳରେ ନିୟୋଜିତ କରାଯାଇଛି। 

ସେହିପରି ଗ୍ରାମୀଣ ଜଳଯୋଗାଣ ଟିମ୍ କ୍ଷେତ୍ରସ୍ତରରେ  ସମସ୍ତ ପାନୀୟ ଜଳ ସ୍ରୋତ ଓ ଜଳ ଉତ୍ସକୁ ବିଶୋଧିତ କରୁଛନ୍ତି। ଖାଦ୍ୟ ତନଖି ଟିମ୍ ଏବଂ ରୋଗ ନିରୀକ୍ଷଣ ଟିମ୍ କ୍ଷେତ୍ରସ୍ତରରେ ସେମାନଙ୍କ କାର୍ଯ୍ୟକ୍ରମକୁ ସମ୍ପାଦନ କରୁଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.