ପ୍ରମୂଖ ଖବର
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ : ପୀଡ଼ିତାଙ୍କ ବାପା

Published By : Gurupada Nath | August 2, 2025 11:42 PM

ଭୁବନେଶ୍ବର, ୨/୮ : ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ତାଙ୍କ ବାପା ବୟାନ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ବାପା କହିଛନ୍ତି ଯେ, ମୋ ପାଖରେ ଆଉ ମୋର ଝିଅ ନାହିଁ। ମୋ ଭାଗ୍ୟରେ ମୋ ଛୁଆ ନାହିଁ। ଝିଅର ମାନସିକ ଅବସ୍ଥା ଭଲ ନଥିଲା। ସେ ଚିନ୍ତାରେ ଥିଲା। ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ। ରାଜ୍ୟ ସରକାର ଯେତିକି ସହଯୋଗ କରିବା କଥା ତାହା କରିଛନ୍ତି। ମୋ ଝିଅର ଆତ୍ମାର ସଦ୍‌ଗତି ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ।  

ସୂଚନାଯୋଗ୍ୟ ଯେ, ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଗତ ଜୁଲାଇ ୧୯ରେ ଅଭାବନୀୟ ଘଟଣା ଘଟିଥିଲା । ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ବାଇକ୍ ଉଠାଇ ଏକ ନିଛାଟିଆ ସ୍ଥାନକୁ ନେଇଥିଲେ । ପ୍ରଥମେ ନିଶା ଦେଇ ବେହୋସ କରିବା ପରେ କିରୋସିନ ଢାଳି ନାବାଳିକା ଦେହରେ ନିଆଁ ଲଗାଇ ଦେଇଥିଲେ । ଏହାପରେ ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.