ପ୍ରମୂଖ ଖବର
  • ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ, ହରେକୃଷ୍ଣ ସାହୁଙ୍କ ଠାରୁ ୭ ହଜାର ଟଙ୍କା ଜବତ କଲା ଭିଜିଲାନ୍ସ
  • ||
  • ବୌଦ୍ଧ : ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ
  • ||
  • ଉଦଳା : ମରିଗଲା ମାନବିକତା, ପୋଲ ତଳେ ନବଜାତକକୁ ଛାଡି ଚାଲିଗଲା ମା
  • ||
  • ଗୁଣପୁର : ପିକ୍‌ଅପ୍ ଭ୍ୟାନ୍ ସହ ୨୫ ଟି ଶାଳ କାଠ ଜବତ, ୨ ଗିରଫ
  • ||
  • ୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା
  • ||
  • ରାଜଧାନୀରେ ପୋଲିସକୁ ଛୁରାମାଡ଼, କନେଷ୍ଟବଳ ଆହତ
  • ||
  • ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
  • ||
  • ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ
  • ||
  • ପାଟଣା : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ
  • ||
  • ଚୌଦ୍ବାର : ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଉଦଳା : ସିସିଟିଭିରେ ଗାମୁଛା ଗୁଡ଼ାଇ ଚୋରି, ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଲୁଟ୍
  • ||
  • ବଣାଇ : ରେଡ଼ିଓକୁଲାର ଲଗାଇବା ପରେ ଦନ୍ତାର ଉତ୍ପାତ, ଘରେ ପଶି ବ୍ୟକ୍ତିଙ୍କୁ କଚାଡ଼ି ମାରିଲା ହାତୀ
  • ||
  • ସୁନ୍ଦରଗଡ : ଘରେ ପଶି ଦୁଇ ଗାଡି ଜାଳିଦେଲେ ଦୁର୍ବୃତ୍ତ; ଜଣେ ଅଟକ
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଦକ୍ଷିଣ ଆଫ୍ରିକା - ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟକ୍କର, ସ୍ୱତନ୍ତ୍ର ଜର୍ସି ପିନ୍ଧି ଖେଳିବ ଦ.ଆଫ୍ରିକା
  • ||
  • ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ: ଯାତାୟାତ ଠପ୍‌, ଯାତ୍ରୀ ହନ୍ତସନ୍ତ
  • ||
  • ଦଶହରାରେ ବର୍ଷା ନାହିଁ, ରହିବ ଗୁଳୁଗୁଳି ପାଗ: ଓଡ଼ିଶା ଉପରେ ପଡିବନି ଲଘୁଚାପ ପ୍ରଭାବ
  • ||
  • ସମ୍ବଲପୁର ମଣ୍ଡଳ ଜେଲ୍‌ରେ ରେଡ୍‌, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ
  • ||

'ଏହା କୌଣସି କଫି ସପ୍‌ ନୁହେଁ, ଏହା ହେଉଛି କୋର୍ଟ'; ଡିଓ୍ୱାଇ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ, ୩୦/୦୯: ଓକିଲଙ୍କ ଉପରେ ବର୍ଷିଲେ ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ୱାଇ ଚନ୍ଦ୍ରଚୂଡ। 'ଏହା କୌଣସି କଫି ସପ୍‌ ନୁହେଁ। ଏହା ହେଉଛି କୋର୍ଟ।' ଏକ ମାମଲାର ଶୁଣାଣି ସମୟରେ ଏଭଳି କିଛି କହି ବର୍ଷିଲେ ପ୍ରଧାନ ବିଚାରପତି । ସୂଚନା ମୁତାବକ,  ସୁପ୍ରିମକୋର୍ଟର ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ଚାଲିଥିବା ସମୟରେ ଜଣେ ଓକିଲା 'yeah'ଶବ୍ଦ ବ୍ୟବହାର କରିଥିଲେ। ଏହାକୁ ନେଇ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ୱାଇ ଚନ୍ଦ୍ରଚୂଡ୍‌ ରାଗିଯାଇଥଲେ। ତାଙ୍କୁ ତାଗିଦ କରିବା ସହ ଏହା କୌଣସି କଫି ସପ୍‌ ନୁହେଁ, ଏହା ହେଉଛି କୋର୍ଟ ବୋଲି କହିଥିଲେ।

ତେବେ ପ୍ରକୃତରେ ୨୦୧୮ର ଏକ ଆବେଦନର ଶୁଣାଣି ସମୟରେ ଏହି ଘଟଣା ଘଟିଛି। ଯେଉଁଥିରେ ଓକିଲ ଭାରତର ପୂର୍ବତନ ପ୍ରଧାନ ବିଚାରପତି ରଂଜନ ଗୋଗୋଇଙ୍କୁ ଏକ ପକ୍ଷକାର ଭାବରେ ନାମିତ କରିଥିଲେ। ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ ଏହି ଆବେଦନର ଉପଯୁକ୍ତତା ଉପରେ ପ୍ରଶ୍ନ କରି କହିଛନ୍ତି ଯେ ସମ୍ବିଧାନର ଧାରା ୩୨ ଅନୁଯାୟୀ ଦାଏର କରାଯାଇପାରିବ ନାହିଁ, ଯାହା ନାଗରିକମାନଙ୍କୁ ସେମାନଙ୍କର ମୌଳିକ ଅଧିକାରର ଉଲ୍ଲଂଘନ ପାଇଁ ସାମ୍ବିଧାନିକ ପ୍ରତିକାର ପାଇଁ ଅନୁମତି ଦେଇଥାଏ। ଏହି ମାମଲାରେ ଯୁକ୍ତି ଆଗକୁ ବଢ଼ିବା ପରେ ଓକିଲ ଅନୌପଚାରିକ ଭାଷା ପ୍ରୟୋଗ କରିବାକୁ ଲାଗିଥିଲେ। ସେ 'yeah yeah' ଶବ୍ଦ ବ୍ୟବହାର କରିଥିଲେ। ଏଥିରେ ତୁରନ୍ତ ସିଜେଆଇ ହସ୍ତକ୍ଷେପ କରି ତାଙ୍କୁ ତାଗିଦ କରିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.