PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ପରକୀୟାପ୍ରୀତି ପାଇଁ ଡବଲ ମର୍ଡର, ସ୍ତ୍ରୀ ଓ ପ୍ରେମିକକୁ ହତ୍ୟା କଲା ସ୍ୱାମୀ

ବାଲେଶ୍ୱର ୧୨ /୨: ପରକୀୟା ପ୍ରୀତି ପାଇଁ ଡବଲ ମର୍ଡର । ରାଣୀପାଟଣା ବ୍ୟାଙ୍କ କଲୋନୀରେ ଘଟିଛି ଏଭଳି ଘଟଣା । ଘର ଭିତରୁ ଜଣେ ମହିଳା ଓ ପୁରୁଷଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ପରକୀୟାପ୍ରୀତିରୁ ଡବଲ ମର୍ଡର ହୋଇଥିବା ସୂଚନା ମିଳିଛି । ମୃତକ ମହିଳା ହେଉଛନ୍ତି ଲକ୍ଷ୍ମୀପ୍ରିୟା ସାହୁ । ତେବେ ମୃତକ ଯୁବକ ଜଣଙ୍କ ତାଙ୍କ ପ୍ରେମିକ ବୋଲି ସନ୍ଦେହ କରାଯାଉଛି । ମହିଳାଙ୍କ ସ୍ୱାମୀ କୈଳାସ ସାହୁ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି । ତେବେ କୈଳାସ ସାହୁଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ସହଦେବଖୁଣ୍ଟା ପୋଲିସ ।