ପ୍ରମୁଖ ଖବର
  • ଜମ୍ମୁ-କାଶ୍ମୀରକୁ ଖୁବ୍‌ଶୀଘ୍ର ମିଳିବ ପୂର୍ଣ୍ଣ ରାଜ୍ୟ ମାନ୍ୟତା, ଉଦ୍ଧମପୁରରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • କାଳିକାଦେବୀ ସାହିରେ ବୁଲେ ମାଟିମଣ୍ଡପ ସାହି ପଟୁଆର, ଆଜି ବାଲିସାହି-ହରଚଣ୍ଡି ସାହି ଶାନ୍ତି କମିଟି ବୈଠକ
  • ||
  • ପ୍ୟାରିସ ଅଲିମ୍ପିକ୍ସ: ୧୭ରେ ବିକ୍ରି ହେବ ୨୫୦,୦୦୦ ଟିକେଟି
  • ||
  • ଗ୍ରୀଷ୍ମ ଛୁଟିରେ ଅନ୍‌ଲାଇନ୍‌ କ୍ଲାସ୍‌, ଆଜି ପ୍ରଧାନଶିକ୍ଷକମାନଙ୍କ ବୈଠକରେ ହେବ ଆଲୋଚନା
  • ||
  • ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଶୁକ୍ରବାର ପ୍ରକାଶ ପାଇବ ବିଜ୍ଞପ୍ତି, ଆରମ୍ଭ ହେବ ନାମାଙ୍କନ ପ୍ରକିୟା
  • ||
  • ଜାତୀୟ ପଥପ୍ରାନ୍ତ ନାଟକ ଦିବସ: ସରକାରୀ ସ୍ୱୀକୃତିକୁ ଅପେକ୍ଷା, ଅନେକ ଦାବି ପରେ ବି ଅବହେଳିତ
  • ||
  • ଦିଲ୍ଲୀ ମଦ ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ବିଆର୍‌ଏସ୍‌ ନେତ୍ରୀ କେ.କବିତା, ରିମାଣ୍ଡ ଆବେଦନ କରିବ CBI
  • ||
  • IPL 2024: ସୁପରଜାଏଣ୍ଟ୍‌ସ - କ୍ୟାପିଟାଲ ଲଢ଼େଇ, ଏକାନ୍ନାରେ ଚ୍ୟାଲେଞ୍ଜ ହେବ ସ୍ପିନ
  • ||
  • ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ, ୭୯ ବର୍ଷ ବୟସରେ କଲେ ଶେଷ ନିଶ୍ୱାସ ତ୍ୟାଗ
  • ||
  • ବଦଳିବ ପାଣି ପାଗ ମିଜାଜ୍: ୪ ଦିନରେ ୮ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ପୁଣି କଲବଲ କରିବ ତାତି
  • ||

ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଡ୍ରାଇଭର ଓ ହେଲପର ଗୁରୁତର

ପାଟଣା, ୨୬।୩: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଧନୁର୍ଜଉପୁର ନିକଟରେ ଦୁର୍ଘଟଣା । ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ଆଉ ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେବା ଫଳରେ ଗାଡ଼ିର ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହିଥିଲେ । 

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଁଞ୍ଚି ଗ୍ୟାସ୍ କଟର୍ ସାହାଯ୍ୟରେ କାଟି ଗାଡ଼ି ଭିତରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ପରେ ଏନ୍‌ଏଚ୍‌ଆଇ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତେବେ ଗୁରୁତର ହୋଇଥିବା ଡ୍ରାଇଭରଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଁଞ୍ଚି ଦୁର୍ଘଟଣାଗ୍ରସ୍ତ ଦୁଇ ଟ୍ରକ୍‌କୁ ଜବତ କରି ତଦନ୍ତ କରୁଛି ।

 

 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.