ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଡ୍ରାଇଭର ଓ ହେଲପର ଗୁରୁତର

ପାଟଣା, ୨୬।୩: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଧନୁର୍ଜଉପୁର ନିକଟରେ ଦୁର୍ଘଟଣା । ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ଆଉ ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେବା ଫଳରେ ଗାଡ଼ିର ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହିଥିଲେ । 

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଁଞ୍ଚି ଗ୍ୟାସ୍ କଟର୍ ସାହାଯ୍ୟରେ କାଟି ଗାଡ଼ି ଭିତରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ପରେ ଏନ୍‌ଏଚ୍‌ଆଇ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତେବେ ଗୁରୁତର ହୋଇଥିବା ଡ୍ରାଇଭରଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଁଞ୍ଚି ଦୁର୍ଘଟଣାଗ୍ରସ୍ତ ଦୁଇ ଟ୍ରକ୍‌କୁ ଜବତ କରି ତଦନ୍ତ କରୁଛି ।

 

 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.