ପ୍ରମୂଖ ଖବର
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରେଢ଼ାଖୋଲରେ ଡ୍ରାଇଭର ଏକତା ମଞ୍ଚର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

Published By : Anindita Ratha | July 8, 2025 2:31 PM

ରେଢ଼ାଖୋଲ,୦୮/୦୭: ଓଡିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼  ଆନ୍ଦୋଳନ। ଏହି କ୍ରମରେ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଉପଖଣ୍ଡ ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ଆରମ୍ଭ ହୋଇଛି।  ସଙ୍ଘର ସଭାପତି ଯୁଗଳ ସ୍ୱାଇଁ ଓ ସଂପାଦକ କେଶବ ଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ସହରର ଭୀମଭୋଇ କଲେଜ ନିକଟ ୫୫ନଂ ଜାତୀୟ ରାଜପଥ କଡ଼ରେ  ଏକ ହଜାରରୁ ଉର୍ଦ୍ଧ ଡ୍ରାଇଭର  ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଏଥିରୁ ସ୍କୁଲ ବସ, ଆମ୍ବୁଲାନ୍ସ ଓ ଅତ୍ୟାବଶ୍ୟକ ଯାନବାହାନଗୁଡିକୁ ବାଦ ଦିଆଯାଇଥିବା ସଭାପତି ଯୁଗଳ ସ୍ୱାଇଁ କହିଛନ୍ତି। ସେପଟେ ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁଁ ଜନସାଧାରଣ ଯାତାୟତରେ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ମାଲ ପରିବହନରେ ମଧ୍ୟ ବାଧା ସୃଷ୍ଟି ହେଉଥିବା ଜଣାଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.