ପ୍ରମୁଖ ଖବର
  • ଓଡ଼ିଶା​‌ରେ ପହଞ୍ଚିଲେ ଅମିତ୍‌ ଶାହ, କରିବେ ମାରାଥନ୍ ପ୍ରଚାର
  • ||
  • ବାଣୀବିହାର ସତସଙ୍ଗ ପାର୍କ ଆଗରେ ପୋଲିସ ଗାଡ଼ି ଦୁର୍ଘଟଣା, ୭ ଆହତ
  • ||
  • ମିଜୋରାମରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡିଲା ପଥର ଖଦାନ, ୧୦ ଶ୍ରମିକ ଚାଲିଗଲା ଜୀବନ, ଏକାଧିକ ଆହତ
  • ||
  • ଇଣ୍ଡିଗୋ ବିମାନରେ ବୋମା ଆତଙ୍କ,ଏମର୍ଜେନ୍ସି ଡୋର ଦେଇ ବାହାରିଲେ ଯାତ୍ରୀ
  • ||
  • ମୁମ୍ବାଇ ବିମାନବନ୍ଦର, ତାଜ ହୋଟେଲ ଉଡ଼ାଇବାକୁ ଧମକ, ଉତ୍ତରପ୍ରଦେଶରୁ ଆସିଥିଲା କଲ୍
  • ||
  • ଉପକୂଳରେ ଜୋରଦାର ପ୍ରଚାର, ମଙ୍ଗଳବାର ବାଲେଶ୍ବରରେ କାର୍ତ୍ତିକ୍ ପାଣ୍ଡିଆନଙ୍କ ଶକ୍ତି ପ୍ରଦର୍ଶନ
  • ||
  • ଆମେରିକାରେ ଘୂର୍ଣ୍ଣିଝଡ଼ ରଚିଲା ତାଣ୍ଡବ, ୨୨ ମୃତ,ଶତାଧିକ ଆହତ, ୧୦ କୋଟି ଲୋକ ପ୍ରଭାବିତ
  • ||
  • ରଥଖଳା ହାଲ୍‌ଚାଲ୍‌...ବୁଧବାର ରଥ ତ୍ରୟର ଚକ-ଅଖ ଡ଼େରା ନୀତି, ଚକକୁ ସୁରକ୍ଷା ଦିଏ ପନ୍ଦାରି ଚାବି
  • ||
  • କଟକ ଚାନ୍ଦବାଲି ରାସ୍ତାରେ OSRTC ବସ୍-ସ୍କୁଟି ମୁହାଁମୁହିଁ ଧକ୍କା, ଆଖିବୁଜିଲେ ଜଣେ ମହିଳା
  • ||
  • ମେ’ ୩୧ ସୁଦ୍ଧା କେରଳ ଛୁଇଁବ ମୌସୁମୀ: ଦେଶରେ ଅଧିକ ବର୍ଷିବ, ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଆକଳନ
  • ||

ଚେକିଂ ବେଳେ ବାଇକରୁ ଜବତ ହେଲା ଲକ୍ଷାଧିକ ଟଙ୍କା

ବଡ଼ବିଲ, ୧୫।୫  : ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ବ୍ଲକିଂ ଓ ଚେକିଂ ଜୋରଦାର କରାଯାଇଛି। ଚେକିଂ ବେଳେ ବାଇକରୁ ଲକ୍ଷାଧିକ ଟଙ୍କା ଜବତ ହୋଇଛି।  ଚମ୍ପୁଆ ଥାନା ଯାମୁଦଲକ ନିକଟରେ ବ୍ଲକିଂ ଚେକିଂ ବେଳେ  ଏକ ବାଇକରୁ ୧ ଲକ୍ଷ ୯୨ ହଜାର ଟଙ୍କା ଜବତ ହୋଇଛି । ପୋଲିସ ପକ୍ଷରୁ ତଦନ୍ତ କରାଯାଉଛି। 

ସେହିପରି ବାଇକ୍ ଡିକି ରୁ  ୬୧ ହଜାର ୧୮୦ ଟଙ୍କା ଜବତ କଲା ଏସଏସଟି ଟିମ୍ । ଏନ ଏଚ ୨୨୦ ଧାନବେଣୀ ଛକ ନିକଟରୁ ବାଇକ୍ ଡିକି ରୁ ବାହାରିଲା ଟଙ୍କା । ନନ୍ଦିପଦା ଥାନା ଗିରିଗାଁ ଗ୍ରାମର ଜଣେ ବ୍ୟକ୍ତିଙ୍କ ବାଇକରୁ ଟଙ୍କା ଜବତ ହୋଇଛି। 

ଆହୁରି ପଢନ୍ତୁ : ଆମ୍ବ ତୋଳିବା ହେଲା କାଳ, ଗଛରୁ ଖସିପଡି ଯୁବକ ମୃତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.