ପ୍ରମୁଖ ଖବର
  • ଧର୍ମଗଡ଼ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ
  • ||
  • ଭୁବନେଶ୍ଵର : ୧୪ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ଆଗାମୀ ରାଜନୈତିକ ଖସଡ଼ା
  • ||
  • ବାଙ୍କୀ : ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ
  • ||
  • ଅନୁଗୁଳ: ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ୍‌ର ଭିଡିଓ କନ୍‌ଫରେନ୍‌ସିଂରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କଲା ଆଇସିସି, ଆମେରିକା ଓ ୱେଷ୍ଟ ଇଣ୍ଡିଜ ମିଳିତ ଭାବେ କରିବେ ଆୟୋଜନ
  • ||
  • ଭୁବନେଶ୍ୱର: ୧୯ ପ୍ରକଳ୍ପକୁ ସିଙ୍ଗିଲ୍‌ ୱିଣ୍ଡୋ ମଞ୍ଜୁରି କଲେ ରାଜ୍ୟ ସରକାର: ୪୮୦୦ କୋଟି ନିବେଶ, ୧୭୫୫୩ ନିଯୁକ୍ତି ସମ୍ଭାବନା
  • ||
  • ଭୁବନେଶ୍ୱର: ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ
  • ||

ଦିଲ୍ଲୀରେ ପୁଣି ଭୂମିକମ୍ପ, ଦୀପାବଳି ପାଇଁ ପ୍ରସ୍ତୁତି କରୁଥିବା ଲୋକେ ଘରଛାଡି ବାହାରକୁ ଚାଲି ଆସିଲେ

ନୂଆଦିଲ୍ଲୀ,୧୧।୧୧:  ଦିଲ୍ଲୀରେ ପୁଣିଥରେ ଭୁକମ୍ପ ଝଟକା ଅନୁଭୂତ। ଶନିବାର ମଧ୍ୟାହ୍ନ ପ୍ରାୟ ୩ଟା ୩୬ ମିନିଟ୍‌ରେ ଉତ୍ତର ଦିଲ୍ଲୀରେ ଏହି ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୬ ମପାଯାଇଛି। ମଡେଲ ଟାଉନ୍, ନରେଲା, ଅଲିପୁର ସହିତ ଆଖପାଖର ବହୁ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ଭୂକମ୍ପ ଆସିବା ପରେ ଦୀପାବଳିର ପ୍ରସ୍ତୁତିରେ ଥିବା ଲୋକ ଏବେ ଭୟଭୀତ ହୋଇଯାଇଥିଲେ। ଭୟରେ ଘର ବାହାରକୁ ଚାଲି ଆସିଥିଲା। ବର୍ତ୍ତମାନ କୌଣସି ପ୍ରକାର ଧନ-ଜୀବନ କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନି।

ଉଲ୍ଲେଖନୀୟ ଯେ, ଏହା ପୂର୍ବରୁ ୬ ନଭେମ୍ବରରେ ଦିଲ୍ଲୀ-ଏନ୍‌ସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୬ ମପା ଯାଇଥିଲା। ଭୂକମ୍ପର କେନ୍ଦ୍ରସ୍ଥଳୀ ଥିଲା ନେପାଳ। ଦିଲ୍ଲୀ ବ୍ୟତୀତ ଉତ୍ତରାଖଣ୍ଡର ପିଥୋରାଗଡ ଜିଲ୍ଲାରେ ମଧ୍ୟ ଅନୁଭବ କରାଯାଇଛି।

  • new delhi
  • Earthquake
  • Copyright © 2022 - Summa Real Media Private Limited. All Rights Reserved.