PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ପଦ୍ମପୁରର ୩ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗ ଚଢାଉ

ବରଗଡ, ୨୮/୧୧ : ବରଗଡ଼ ଜିଲ୍ଲାର ପଦ୍ମପୁରରେ ଏବେ ଉପନିର୍ବାଚନ ଚାଲିଥିବା ବେଳେ ପଦ୍ମପୁର ସଦରର ୩ ଜଣ ବ୍ୟବସାୟୀଙ୍କ ଘରେ ରବିବାର ସକାଳୁ ଆୟକର ବିଭାଗ ରେଡ୍ କରିଛି। ଏହି ୩ ଜଣ ବ୍ୟବସାୟୀ ହେଲେ ଏମଡି ସାଜିଦ, ଗଜାନନ ଅଗ୍ରୱାଲ ଓ ମାନଭଞ୍ଜନ ସାହୁ।

ଏହି ୩ ବ୍ୟବସାୟୀ ମିଳିତ ଭାବେ ଏକ ରାଇସ୍ ମିଲ୍ ଚଳାଉଥିବା ବେଳେ ପେଟ୍ରୋଲ ପମ୍ପ, ଟ୍ରକ ଓ ଟ୍ରାନ୍ସପୋର୍ଟେସନ ବ୍ୟବସାୟ ରହିଛି। ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଘଟଣା ଭାବେ ଏମାନଙ୍କର ଶାସକ ଦଳ ସହିତ ଉତ୍ତମ ସମ୍ପର୍କ ରହି ଆସିଥିବା ବେଳେ ବିଜେଡି ଦଳର କିଛି ବଡବଡିଆ ନେତାଙ୍କ ସହିତ ସମ୍ପର୍କ ରହିଆସିଥିବାରୁ ଆଜିର ଆୟକର ବିଭାଗ ରେଡ୍ ପରେ ଚର୍ଚ୍ଚା ଜୋର୍ ଧରିଛି। ତେବେ ଏନେଇ ବର୍ତ୍ତମାନ ସୁଦ୍ଧା ସବିଶେଷ ତଥ୍ୟ ହସ୍ତଗତ ହୋଇପାରିନାହିଁ।