ପ୍ରମୂଖ ଖବର
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

'ରାଜ୍ୟରେ ଏବେ ବନ୍ୟା ସ୍ଥିତି ନାହିଁ, ମଙ୍ଗଳବାର ସକାଳେ ମୁଣ୍ଡଳୀରେ ପହଞ୍ଚିବ ବନ୍ୟାଜଳ'

Published By : Rasmita Pradhan | July 7, 2025 1:59 PM

ଭୁବନେଶ୍ଵର, ୦୭/୦୭ : ରାଜ୍ୟରେ ଏବେ ବନ୍ୟା ସ୍ଥିତି ନାହିଁ। ହୀରାକୁଦରୁ ଏବେ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ମଙ୍ଗଳବାର ସକାଳ ୬ଟାରେ ବନ୍ୟାଜଳ ମୁଣ୍ଡଳୀରେ ପହଞ୍ଚିବ। ୪.୫୦ ଲକ୍ଷ କ୍ୟୁସେକ୍ ଜଳ ମୁଣ୍ଡଳୀ ଆସିବ। ଆଗାମୀ ଦିନରେ ବର୍ଷା ହେଲେ, ଅଧିକ ଗେଟ୍ ଖୋଲିବ। ଏନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ। 

ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ଯେ, ଆଇଏମଡିର ଆକଳନ ନଥିବା ସତ୍ତ୍ଵେ ବର୍ଷା ହେଲା। ବୈତରଣୀ ବିପଦ ୱାର୍ଣ୍ଣିଂ ଲେବୁଲ୍ ଉପରେ ପ୍ରବାହିତ ହେଉଥିଲା। ସେହିପରି ରେଙ୍ଗାଲି ଡ୍ୟାମ୍‌ର ଦୁଇଟି ଗେଟ୍‌ରେ ଏବେ ବନ୍ୟାଜଳ ନିଷ୍କାସନ ହେଉଛି। ବୁଢାବଳଙ୍ଗରେ ଅଧିକ ଜଳ ଆସିବ। ହେଲେ ବିପଦ ସଙ୍କେତ ଛୁଇଁବନି। ଯାଜପୁର ଜିଲ୍ଲା ଦଶରଥପୁରରେ ଗ୍ରାମୀଣ ବିକାଶ ପ୍ରୋଟେକ୍ସନ ୱାଲ୍ କରିବାର ଥିଲା, ହେଲେ କରି ନାହାଁନ୍ତି। ତେଣୁ ଛୋଟ ଆକାରରେ ବନ୍ଧ ଭାଙ୍ଗିଛି। ୨୦ ରୁ ୩୦ ଫୁଟର ଘାଇ ସୃଷ୍ଟି ହୋଇଛି। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.