ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ୟୁପି ଉପ-ନିର୍ବାଚନରେ ଭୋଟିଂ ସଂଘର୍ଷ, ଅଖିଳେଶଙ୍କ ଅଭିଯୋଗ ପରେ ୭ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କଲେ ନିର୍ବାଚନ କମିଶନ

Published By : Harapriya Biswal | November 20, 2024 3:32 PM

ନୂଆଦିଲ୍ଲୀ,୨୦।୧୧:  ଉତ୍ତର ପ୍ରଦେଶ, ପଞ୍ଜାବ, କେରଳ, ମହାରାଷ୍ଟ୍ର ଓ ଉତ୍ତରାଖଣ୍ଡର ୧୫ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମତଦାନ ଚାଲିଛି। ୫ ରାଜ୍ୟର  ଏହି ୧୫ଟି ଆସନରୁ ୯ଟି ଉତ୍ତର ପ୍ରଦେଶର ରହିଛି, ସେଠାରେ ନିର୍ବାଚନ ୨୦୨୭ର ସେମିଫାଇନାଲ ବୋଲି କୁହାଯାଉଛି। ୟୁପିର ୯ଟି ଆସନରେ ହେଉଥିବା ନିର୍ବାଚନ ସମୟରେ ଦେଖିବାକୁ ମିଳିଛି ଉତ୍ତେଜନା। କିଛି ଅଭିଯୋଗ ନେଇ ବିଜେପି ନିର୍ବାଚନ କମିଶନଙ୍କ ପାଖରେ ପହଁଞ୍ଚିଛି। ସେଭଳି ସମାଜବାଦୀ ପାର୍ଟି ସୋସିଆଲ ମିଡିଆ ମାଧ୍ୟମରେ ନିର୍ବାଚନ କମିଶନଙ୍କ ନିକଟରେ ୪୦ ରୁ ଅଧିକ ଅଭିଯୋଗ କରିଛି। 

ବୁର୍କା ପିନ୍ଧିଥିବା ମହିଳା ଭୋଟରଙ୍କ ଚିହ୍ନଟ କରାଯିବା ନେଇ ବିଜେପି ନିର୍ବାଚନ କମିଶନଙ୍କୁ ଚିଠି ଲେଖିଛି। ସୀସାମଉରେ ବିଜେପି ପ୍ରାର୍ଥୀ ସୁରେଶ ଅବସ୍ଥୀଙ୍କ ଗାଡି ଉପରକୁ ପଥର ମାଡ ହୋଇଛି। ସୁରେଶ କହିଛନ୍ତି, ସେ ଏକ ଛକରେ ଯାଉଥିବା ସମୟରେ ତାଙ୍କ ଗାଡ଼ି ଉପରେ ପଥର ମାଡ ହୋଇଥିଲା। ଏହି ସମୟରେ ମୀରାପୁର ଆସନରେ ଭୋଟରମାନେ ପୋଲିସ ଉପରକୁ ଟେକାପଥର ମାଡ଼ କରିଥିଲେ।  ସିସାମଉ, କୁଦରକି ଭଳି ଆସନରେ ବିବାଦ ଖବର ସାମନାକୁ ଆସିଛି। ସମାଜବାଦୀ ପାର୍ଟିର ଅଭିଯୋଗ ପରେ ନିର୍ବାଚନ କମିଶନ୍ ୭ ପୋଲିସ ଅଧିକାରୀଙ୍କୁ ସସପେଣ୍ଡ କରିଛି।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.