ପ୍ରମୂଖ ଖବର
  • ଭାପୁର : ବ୍ରିଜ ନିର୍ମାଣ ବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକ ମୃତ, ଜଣେ ଆହତ
  • ||
  • ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲଦଣ୍ଡ, ଲକ୍ଷେ ୫ ହଜାର ଟଙ୍କାର ଜରିମାନା
  • ||
  • ଛତ୍ରପୁର : ହୁମା ନିକଟ ଜାତୀୟ ରାଜପଥ ଉପରେ ଲୁଟ୍‌ ଉଦ୍ୟମ, କାର୍‌ ଉପରକୁ ୮ରାଉଣ୍ଡ ଗୁଳିମାଡ଼ କଲେ ଦୁର୍ବୃତ୍ତ
  • ||
  • ଆଇଏସ୍‌ଏଲ୍‌ ୨୦୨୪: ସନ୍ଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ ମୁମ୍ବାଇ ସିଟିକୁ ଭେଟିବ ଓଡ଼ିଶା ଏଫ୍‌ସି
  • ||
  • ରାଉରକେଲା ରେଳ ଷ୍ଟେସନରୁ ୫୮କେଜି ରୂପା ଜବତ, ଜିଏସ୍‌ଟି ବିଭାଗକୁ ହସ୍ତାନ୍ତର କଲା ଜିଆରପି
  • ||
  • ଟାଙ୍ଗୀ : ନିମ୍ୱ ଗଛରୁ ବୋହୁଛି କ୍ଷୀର, ଗଛକୁ ପୂଜା କରୁଛନ୍ତି ଲୋକେ
  • ||
  • ହାଇଦ୍ରାବାଦରେ ଅଲ୍ଲୁଅର୍ଜୁନଙ୍କ ପୁଷ୍ପା-୨ ପ୍ରିମିୟର ଶୋରେ ଦଳାଚକଟା, ମହିଳା ମୃତ,ଏକାଧିକ ଆହତ
  • ||
  • ମନି ଲଣ୍ଡରିଂ ମାମଲାରେ ଆଇଏସ ସଂଞ୍ଜୀବ ହଂସଙ୍କ ବଢିଲା ଅଡୁଆ, ୧୩ ସ୍ଥାନରେ ରେଡ଼୍
  • ||
  • ଶିମିଳିପାଳରେ ଶିକାରୀଙ୍କୁ ଧରିଲା ଏଆଇ କ୍ୟାମେରା, ୩ ଅଭିଯୁକ୍ତ ଗିରଫ
  • ||
  • ଓୟୁଏଟି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ମହାମହିମ, ସନ୍ଧ୍ୟାରେ ଜୁଡିସିଆଲ କମ୍ପେ୍ଲକ୍ସର କରିବେ ଉଦ୍‌ଘାଟନ
  • ||
  • ମହାରାଷ୍ଟ୍ର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କ ଶପଥ ଉତ୍ସବରେ ହେବେ ସାମିଲ
  • ||
  • ଭଦ୍ରକ : ବେକରେ ଛୁରୀ ଲଗାଇ ଲୁଟ୍‌ କଲେ ୬ ଦୁର୍ବୃତ୍ତ, ପରିବାରର ୪ ସଦସ୍ୟ ଆହତ
  • ||
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡ଼ନବିସ; ଅଜିତ, ସିନ୍ଦେ ଉପ ମୁଖ୍ୟମନ୍ତ୍ରୀ
  • ||
  • ଶନିବାରଠାରୁ ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ, ୨ରୁ ୪ ଡିଗ୍ରୀ କମିବ ତାପମାତ୍ରା
  • ||
  • ଭଦ୍ରକ : କାର୍‌ରୁ ୯ ଗୋରୁ ଉଦ୍ଧାର, ୨ ଗିରଫ
  • ||

ୟୁପି ଉପ-ନିର୍ବାଚନରେ ଭୋଟିଂ ସଂଘର୍ଷ, ଅଖିଳେଶଙ୍କ ଅଭିଯୋଗ ପରେ ୭ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୦।୧୧:  ଉତ୍ତର ପ୍ରଦେଶ, ପଞ୍ଜାବ, କେରଳ, ମହାରାଷ୍ଟ୍ର ଓ ଉତ୍ତରାଖଣ୍ଡର ୧୫ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମତଦାନ ଚାଲିଛି। ୫ ରାଜ୍ୟର  ଏହି ୧୫ଟି ଆସନରୁ ୯ଟି ଉତ୍ତର ପ୍ରଦେଶର ରହିଛି, ସେଠାରେ ନିର୍ବାଚନ ୨୦୨୭ର ସେମିଫାଇନାଲ ବୋଲି କୁହାଯାଉଛି। ୟୁପିର ୯ଟି ଆସନରେ ହେଉଥିବା ନିର୍ବାଚନ ସମୟରେ ଦେଖିବାକୁ ମିଳିଛି ଉତ୍ତେଜନା। କିଛି ଅଭିଯୋଗ ନେଇ ବିଜେପି ନିର୍ବାଚନ କମିଶନଙ୍କ ପାଖରେ ପହଁଞ୍ଚିଛି। ସେଭଳି ସମାଜବାଦୀ ପାର୍ଟି ସୋସିଆଲ ମିଡିଆ ମାଧ୍ୟମରେ ନିର୍ବାଚନ କମିଶନଙ୍କ ନିକଟରେ ୪୦ ରୁ ଅଧିକ ଅଭିଯୋଗ କରିଛି। 

ବୁର୍କା ପିନ୍ଧିଥିବା ମହିଳା ଭୋଟରଙ୍କ ଚିହ୍ନଟ କରାଯିବା ନେଇ ବିଜେପି ନିର୍ବାଚନ କମିଶନଙ୍କୁ ଚିଠି ଲେଖିଛି। ସୀସାମଉରେ ବିଜେପି ପ୍ରାର୍ଥୀ ସୁରେଶ ଅବସ୍ଥୀଙ୍କ ଗାଡି ଉପରକୁ ପଥର ମାଡ ହୋଇଛି। ସୁରେଶ କହିଛନ୍ତି, ସେ ଏକ ଛକରେ ଯାଉଥିବା ସମୟରେ ତାଙ୍କ ଗାଡ଼ି ଉପରେ ପଥର ମାଡ ହୋଇଥିଲା। ଏହି ସମୟରେ ମୀରାପୁର ଆସନରେ ଭୋଟରମାନେ ପୋଲିସ ଉପରକୁ ଟେକାପଥର ମାଡ଼ କରିଥିଲେ।  ସିସାମଉ, କୁଦରକି ଭଳି ଆସନରେ ବିବାଦ ଖବର ସାମନାକୁ ଆସିଛି। ସମାଜବାଦୀ ପାର୍ଟିର ଅଭିଯୋଗ ପରେ ନିର୍ବାଚନ କମିଶନ୍ ୭ ପୋଲିସ ଅଧିକାରୀଙ୍କୁ ସସପେଣ୍ଡ କରିଛି।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.