ପ୍ରମୂଖ ଖବର
  • ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ସ୍ନାନପୂର୍ଣ୍ଣିମା ଏବଂ ରଥଯାତ୍ରୀ ନୀତି ନିର୍ଘଣ୍ଟ ନେଇ ବାଜିପାରେ ମୋହର
  • ||
  • ନବରଙ୍ଗପୁର: ପାଇଖାନା ଟାଙ୍କି ସଫା ବେଳେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ
  • ||
  • ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ, ସରକାର ବର୍ଷେ ପୂର୍ତ୍ତି ଉତ୍ସବ ସହ ବିଭିନ୍ନ ପ୍ରସଙ୍ଗ ନେଇ ଚାଲିଛି ଆଲୋଚନା
  • ||
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ବିଦ୍ୟୁତ୍ ଆଘାତରେ ଯୁବକଙ୍କ ମୃତ୍ୟୁ

Published By : Ladu Kishor | June 1, 2025 10:33 PM

ଅଳତୀ୦୧/୬: ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ବରାଙ୍ଗ ଗ୍ରାମର ଗୋପାଳ ମାଝୀ (୪୭) ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଥିବା ସୁଚନା ମିଳିଛି। ମିଳିଥିବା ଖବର ଅନୁସାରେ ବରାଙ୍ଗ ଗ୍ରାମର ଗୋପାଳ ମାଝୀ ନିଜ ଘରେ ବିଦ୍ୟୁତ୍ ଖରାପ ଥିବାରୁ ନିଜେ ବିଦ୍ୟୁତ୍ ତାର ସଜାଡିବାକୁ ଯାଇ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁତର ହୋଇ ପଡିଥିଲେ। ପରିବାର ଲୋକ ଆଜି ସକାଳେ ଆନନ୍ଦପୁର ମେଡିକାଲ ନେଇଥିବା ବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷିତ କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇଁ ରାମଚନ୍ଦ୍ରପୁର ପୋଲିସ ୮/୨୫ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.