ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଦ୍ୟୁତ ଆଘାତରେ କର୍ମଚାରୀ ଗୁରୁତର, କଟକ ସ୍ଥାନାନ୍ତର

ଫୁଲବାଣୀ, ୧୦/୬ : ଟ୍ରାନ୍ସଫର୍ମର ମରାମତି କାମ କରୁଥିବା ବେଳେ ଜଣେ ବିଦ୍ୟୁତ ବିଭାଗ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ବିଦ୍ୟୁତ୍ ଆଘାତ ଲାଗିଛି। ଆହତ କର୍ମଚାରୀ ଜଣକ ଫୁଲବାଣୀ ଡାକପାଲା ଅଞ୍ଚଳର ସମରେନ୍ଦ୍ର ଘଟାଲ ବୋଲି ଜଣାପଡିଛି। 

ସୂଚନା ଅନୁଯାୟୀ, ସୋମବାର ସକାଳେ ଫୁଲବାଣୀ କୋର୍ଟ ଛକ ନିକଟରେ ଥିବା ଏକ ବିଦ୍ୟୁତ ଟ୍ରାନ୍ସଫର୍ମର ମରାମତି କାମ ଚାଲିଥିଲା। ଏଥିରେ ନିୟୋଜିତ ଥିବା ବିଦ୍ୟୁତ କର୍ମଚାରୀ ସମରେନ୍ଦ୍ର ହଠାତ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.