ପ୍ରମୁଖ ଖବର
  • ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଇରଙ୍ଗପୁର ଏବଂ ବାରିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର
  • ||
  • ନିର୍ବାଚନ ପାଇଁ ଦୁଇ ଦିନ ମଦ ଦୋକାନ ଏବଂ ବାର୍‌ ବନ୍ଦ, ଭୋଟ୍‌ ଗଣତି ଦିନ ରାଜ୍ୟସାରା ମଦ ଦୋକାନ ବନ୍ଦ
  • ||
  • ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ: ୬ ଲୋକସଭା, ୪୨ ବିଧାନସଭା ସିଟ୍‌ରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ରଥଖଳା ହାଲ୍‌ଚାଲ୍‌...ସିଙ୍ଗଡ଼ା ବାଡ଼ିଆ, ପହି ବିନ୍ଧ ଅନୁକୂଳ...
  • ||
  • IPL 2024: ଦ୍ୱିତୀୟ କ୍ୱାଲିଫାୟରରେ ମୁହାଁମୁହିଁ ହେବେ ରୟାଲ୍ସ- ସନରାଇଜର୍ସ, ଟ୍ରାଭିସେକ ଯୋଡ଼ିଙ୍କୁ ଅଟକାଇବେ ସ୍ପିନ୍‌ ଟାଇଟନ
  • ||
  • ଦାନା ବାନ୍ଧୁଛି ବାତ୍ୟା ‘ରେମାଲ୍‌’: ୨୫ରେ ବାତ୍ୟା ରୂପ ନେବ, ୨୬ରେ ଭୀଷଣ ବାତ୍ୟାରେ ହେବ ପରିଣତ
  • ||

ରାଉରକେଲାରେ ନବୀନଙ୍କ ଉଦବୋଧନ, ମାଗଣାରେ ବିଜୁଳି ଦେବେ ବିଜେଡି ସରକାର

ରାଉରକେଲା, ୧୫।୦୫ : ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର। ଜୟ ଜଗନ୍ନାଥ କହି ଆରମ୍ଭ କଲେ ବକ୍ତବ୍ୟ। ଖରାରେ ଆସିଥିବାରୁ ସମସ୍ତଙ୍କୁ ଦେଲେ ଧନ୍ୟବାଦ। ଏହା ସହ ବିଭିନ୍ନ ଯୋଜନା ସମ୍ପର୍କରେ ପଚାରି ବୁଝିଲେ ନବୀନ। ଜନସଭାରେ ଉଦବୋଧନ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ନବୀନ। 

BSKY, ମିଶନ ଶକ୍ତି ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍ ଯୋଜନା, ଚାଷୀଙ୍କ କାଳିଆ ଯୋଜନା ଭଲ କି ବୋଲି ମୁଖ୍ୟମନ୍ତ୍ରୀ ପଚାରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜୁଲାଇରୁ ଆଉ ବିଜୁଳି ବିଲ୍ ଆସିବ ନାହିଁ । ବିଜେଡି ସରକାର ମାଗଣା ବିଜୁଳି ଦେବେ । ଆପଣମାନେ ଖୁସି ତ.. ବୋଲି ନବୀନ ପଚାରିଥିଲେ। ବିରୋଧୀ ଦଳ ମିଛ କଥା କହୁଛନ୍ତି। କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଆପଣମାନେ ଶଙ୍ଖ ଚିହ୍ନରେ ଭୋଟ୍ ଦିଅନ୍ତୁ ବୋଲି ଅପିଲ କରିଥିଲେ ନବୀନ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.