ପ୍ରମୁଖ ଖବର
  • ଜେଲରେ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, କଟକ ବଡ ମେଡିକାଲରେ ଭର୍ତ୍ତି
  • ||
  • ବଡ଼ଚଣା : ହାଇୱାକୁ ଧକ୍କା ଦେଲା ବସ୍, ଜଣେ ମୃତ ୧୦ରୁ ଅଧିକ ଆହତ
  • ||
  • ପୁରୀ : ଶ୍ରୀମନ୍ଦିର ହୁଣ୍ଡିରୁ ମିଳିଲା ୧ କେଜି ସୁନା, ବଜାର ମୂଲ୍ୟ ୭୦ଲକ୍ଷରୁ ଅଧିକ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ବାଲେଶ୍ଵର, ବାରିପଦା, ଓ କେନ୍ଦ୍ରାପଡ଼ାରେ କରିବେ ପ୍ରଚାର
  • ||
  • ଭୁବନେଶ୍ଵର : କଂଗ୍ରେସ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଆସୁଛନ୍ତି ଖଡଗେ, ଆସନ୍ତାକାଲି ସିମୁଳିଆରେ ରାହୁଲଙ୍କ ସମାବେଶ
  • ||
  • ଫେରିଲା ଗ୍ରୀଷ୍ମ ପ୍ରବାହ, ୩୧ ଯାଏଁ ତାପମାତ୍ରା ୨ ରୁ ୪ ଡିଗ୍ରୀ ବଢିବ, ଗୁଳୁଗୁଳି ସାଙ୍ଗକୁ କଲବଲ କରିବ ତାତି
  • ||

ରାଉରକେଲାରେ ନବୀନଙ୍କ ଉଦବୋଧନ, ମାଗଣାରେ ବିଜୁଳି ଦେବେ ବିଜେଡି ସରକାର

ରାଉରକେଲା, ୧୫।୦୫ : ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର। ଜୟ ଜଗନ୍ନାଥ କହି ଆରମ୍ଭ କଲେ ବକ୍ତବ୍ୟ। ଖରାରେ ଆସିଥିବାରୁ ସମସ୍ତଙ୍କୁ ଦେଲେ ଧନ୍ୟବାଦ। ଏହା ସହ ବିଭିନ୍ନ ଯୋଜନା ସମ୍ପର୍କରେ ପଚାରି ବୁଝିଲେ ନବୀନ। ଜନସଭାରେ ଉଦବୋଧନ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ନବୀନ। 

BSKY, ମିଶନ ଶକ୍ତି ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍ ଯୋଜନା, ଚାଷୀଙ୍କ କାଳିଆ ଯୋଜନା ଭଲ କି ବୋଲି ମୁଖ୍ୟମନ୍ତ୍ରୀ ପଚାରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜୁଲାଇରୁ ଆଉ ବିଜୁଳି ବିଲ୍ ଆସିବ ନାହିଁ । ବିଜେଡି ସରକାର ମାଗଣା ବିଜୁଳି ଦେବେ । ଆପଣମାନେ ଖୁସି ତ.. ବୋଲି ନବୀନ ପଚାରିଥିଲେ। ବିରୋଧୀ ଦଳ ମିଛ କଥା କହୁଛନ୍ତି। କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଆପଣମାନେ ଶଙ୍ଖ ଚିହ୍ନରେ ଭୋଟ୍ ଦିଅନ୍ତୁ ବୋଲି ଅପିଲ କରିଥିଲେ ନବୀନ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.