PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ଜମିକୁ ଘାସ ବାଛିବାକୁ ଯାଉଥିଲେ, ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ

ଦେବଗଡ଼, ୦୫/୦୯ : ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ। ଦେବଗଡ଼ ଥାନା ଓ ବାରକୋଟ ବ୍ଲକ କାଲକାଠ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ସ୍ଥାନୀୟ ଫଟାଟାଙ୍ଗର୍ ଗାଁର ଯସ୍ମିନ୍ କୁଜୁର୍(୬୨ ବର୍ଷ)।

ସୂଚନାନୁଯାୟୀ, ଫଟାଟାଙ୍ଗର୍ ଗାଁର ଯସ୍ମିନ୍ କୁଜୁର୍ ସୋମବାର ସକାଳେ ଜମିକୁ ଘାସ ବାଛିବାକୁ ଯାଉଥିଲେ। ଏତିକି ବେଳେ ଏକ ଦନ୍ତା ହାତୀ ତାଙ୍କୁ ଟେକି କଚାଡ଼ି ଦେଇଛି। ଫଳରେ ଘଟଣାସ୍ଥଳରେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ଓ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ସମ୍ବନ୍ଧିତ ଖବର