ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଦନ୍ତା ଆକ୍ରମଣରେ ପୁଅ ମୃତ, ମା' ଗୁରୁତର

Published By : Rasmita Pradhan | January 20, 2025 12:44 PM

ଖୋର୍ଦ୍ଧା,୨୦।୧ : ଦନ୍ତା ଆକ୍ରମଣରେ ପୁଅ ମୃତ ମା' ଗୁରୁତର। ଖୋର୍ଦ୍ଧା ବନାଞ୍ଚଳ ନନ୍ଦପୁର ପଞ୍ଚାୟତ ମହତପଲାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ମହିଳାଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। 

ସୂଚନାନୁଯାୟୀ, ସୋମବାର ଭୋର୍ ସମୟରେ ନନ୍ଦପୁର ପଞ୍ଚାୟତ ମହତପଲାର ସୁଲୋଚନା ମାର୍ଥା ଏବଂ ତାଙ୍କ ଦିବ୍ୟାଙ୍ଗ ପୁଅ ସତ୍ୟରଞ୍ଜନ ମାର୍ଥା ଶୌଚ ପାଇଁ ବାରିପଟକୁ ଯାଇଥିଲେ। ଏହି ସମୟରେ ତାଙ୍କୁ ହାତୀପଲ ଆକ୍ରମଣ କରିଥିଲେ। ଦନ୍ତା ଆକ୍ରମଣରେ ପୁଅ ସତ୍ୟରଞ୍ଜନଙ୍କ ମୃତ୍ୟୁ ହୋଇଥିବା ବେଳେ ସୁଲୋଚନା ଗୁରୁତର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି। 

ଏହି ଖବରଟିକୁ ପଢନ୍ତୁ-ଏସସିବିରେ ଡାକ୍ତରଙ୍କୁ ଆକ୍ରମଣ, ଅଭିଯୁକ୍ତ ଅଟକ

ସ୍ଥାନୀୟ ଲୋକେ ହାତୀପଲଙ୍କୁ ଘଉଡ଼ାଇବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି। ସେପଟେ ୨୧ଟି ହାତୀପଲ ଅଣ୍ଡା, ବାଜପୁର,ଏବଂ ନନ୍ଦପୁର ଅଞ୍ଚଳରେ ଡେରା ପକାଇଛନ୍ତି। ଏମାନଙ୍କୁ ଜଙ୍ଗଲ ମୁହାଁ କରିବାରେ ଖୋର୍ଦ୍ଧା ବନବିଭାଗ ଫେଲ୍ ମାରିଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.