ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

କାଳିକା ପ୍ରସାଦ ସଂରକ୍ଷିତ ଜଙ୍ଗଲରୁ ମାଈ ହାତୀର ଗଳିତ ମୃତଦେହ ଠାବ

ବଡ଼ବିଲ,୪।୧୨ : ଚମ୍ପୁଆ ରେଞ୍ଜ ରଜିଆ ଗାଁ ନିକଟ କାଳିକା ପ୍ରସାଦ ସଂରକ୍ଷିତ ଜଙ୍ଗଲରେ ମାଈ ହାତୀର ଗଳିତ ମୃତଦେହ ଠାବ ହୋଇଛି। ମୃତ ହାତୀର ବୟସ ୨୦ ବର୍ଷ  ହେବ ।  ୧୧ କେ.ଭି. ବିଦ୍ୟୁତ୍ ଆଘାତ ଲାଗି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ମୃତ ହାତୀ ଦେହରେ ବିଦ୍ୟୁତ୍ ଖୁଣ୍ଟର ଷ୍ଟେ ୱାଏର ଲାଗି ରହିଛି । ପ୍ରାୟ ୨୦ ଦିନ ପୂର୍ବରୁ ମୃତ୍ୟୁ ଘଟିଥିବା ଅନୁମାନ କରାଯାଇଛି । ଘଟଣା ସ୍ଥଳରେ ବନ ଅଧିକାରୀ ଓ କର୍ମଚାରୀ  ପହଞ୍ଚି ତଦନ୍ତ କରୁଛନ୍ତି ।

ଆହୁରି ପଢନ୍ତୁ : ବରମୁଣ୍ଡା ଓଭରବ୍ରିଜ୍ ଡିଭାଇଡରରେ ପିଟିଲା କାର, ଯାତାୟତ ବାଧାପ୍ରାପ୍ତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.