ପ୍ରମୁଖ ଖବର
  • ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଇରଙ୍ଗପୁର ଏବଂ ବାରିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର
  • ||
  • ନିର୍ବାଚନ ପାଇଁ ଦୁଇ ଦିନ ମଦ ଦୋକାନ ଏବଂ ବାର୍‌ ବନ୍ଦ, ଭୋଟ୍‌ ଗଣତି ଦିନ ରାଜ୍ୟସାରା ମଦ ଦୋକାନ ବନ୍ଦ
  • ||
  • ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ: ୬ ଲୋକସଭା, ୪୨ ବିଧାନସଭା ସିଟ୍‌ରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ରଥଖଳା ହାଲ୍‌ଚାଲ୍‌...ସିଙ୍ଗଡ଼ା ବାଡ଼ିଆ, ପହି ବିନ୍ଧ ଅନୁକୂଳ...
  • ||
  • IPL 2024: ଦ୍ୱିତୀୟ କ୍ୱାଲିଫାୟରରେ ମୁହାଁମୁହିଁ ହେବେ ରୟାଲ୍ସ- ସନରାଇଜର୍ସ, ଟ୍ରାଭିସେକ ଯୋଡ଼ିଙ୍କୁ ଅଟକାଇବେ ସ୍ପିନ୍‌ ଟାଇଟନ
  • ||
  • ଦାନା ବାନ୍ଧୁଛି ବାତ୍ୟା ‘ରେମାଲ୍‌’: ୨୫ରେ ବାତ୍ୟା ରୂପ ନେବ, ୨୬ରେ ଭୀଷଣ ବାତ୍ୟାରେ ହେବ ପରିଣତ
  • ||

ବାଲେଶ୍ୱର ଜୁରିଆପାଟଣା ଗାଁରେ ହାତୀ ଉପଦ୍ରବ, ଅଞ୍ଚଳବାସୀ ଆତଙ୍କିତ

ନୀଳଗିରି, ୬।୫: ବାଲେଶ୍ୱର ଜିଲ୍ଲା ନୀଳଗିରି ଉପଖଣ୍ଡ ଔପଦା ବ୍ଲକ ଅଧିନ ଜୁରିଆପାଟଣା ଗାଁରେ ବିଳମ୍ବିତ ରାତିରେ ଖାଦ୍ୟ ଅନ୍ୱେଷଣରେ ଗାଁକୁ ପଶିଲା କୁଳଡିଆ ହାତୀ । ଦୀର୍ଘ ୬ ଘଣ୍ଟା ଧରି ହାତରେ ଟର୍ଚ୍ଚ ଲାଇଟ୍ ସହାୟତାରେ ହାତୀ ଘଉଡ଼ାଇଲେ ଗ୍ରାମବାସୀ । ବ୍ୟାପକ ଉପଦ୍ରବ କରିବା ପରେ ସବୁଜ ବାହିନୀ କର୍ମଚାରୀଙ୍କ ସହାୟତାରେ ଗ୍ରାମବାସୀ ହାତୀଟିକୁ ଘଉଡ଼ାଇଥିଲେ । ତେବେ ଲୋକଙ୍କ ଧନଜୀବନକୁ ଦୃଷ୍ଟିରେ ରଖି ଜୁରିଆପାଟଣା ଅଞ୍ଚଳରେ ପାଟ୍ରୋଲିଙ୍ଗକୁ କଡ଼ାକଡ଼ି କରିବାକୁ ଅଞ୍ଚଳବାସୀଙ୍କ ଦାବି କରିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.