PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଦୁର୍ବୃତ୍ତ ଗୁଳି ମାରି ନେଇଗଲେ ହାତୀ ଦାନ୍ତ

ବୌଦ୍ଧ, ୨୪।୫ ବୌଦ୍ଧ ରେଞ୍ଜ ବଘିଆପଡା ସେକ୍ସନ ଭୁର୍କିପଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ହାତୀର ମୃତଦେହ ଠାବ ହୋଇଛି  । ହାତୀର ଦାନ୍ତ କାଟି ନେଇଛନ୍ତି ଶିକାରୀ । ହାତୀର ଦେହରେ ଏକାଧିକ ଗୁଳି ବାଜିଥିବା ଜଣାପଡିଛି। ଘଟଣା ସ୍ଥଳରେ ବୌଦ୍ଧ ଡିଏଫଓ  , ରେଞ୍ଜର  ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି । ହାତୀର ବ୍ୟବଚ୍ଛେଦ  କରାଯାଉଛି।