ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେଡି ଛାଡ଼ିଲେ ଦେବାଶିଷ ନାୟକ । ପୂର୍ବତନ ବରୀ-ଡେରାବିସ୍ ବିଧାୟକ
  • ||
  • ୩୪ ନୂଆ ଏନ୍‌ଏସି ଘୋଷଣାରେ ଲୋଇସିଂହା ବାଦ୍, ୧୨ ଘଣ୍ଟିଆ ବନ୍ଦ ଡାକରା
  • ||
  • ମାଲକାନଗିିରି: ଛତିଶଗଡ଼ କାଙ୍କେରରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ
  • ||
  • ବାଲିପାଟଣା ଥାନା ଭିତରେ ଯୁବକଙ୍କୁ ଛେଚିଲେ, ୨ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ୧୦ ବାଇକ ସହ ୩୦ ଯାତ୍ରୀ ଫସିଲେ
  • ||
  • ଯୁକ୍ତ ୨ ପରୀକ୍ଷା ପଦାର୍ଥ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି: ୭୦ ମାର୍କର ପରୀକ୍ଷାରେ ୨୭ ମାର୍କର ସିଲାବସ୍‌ ବାହାର ପ୍ରଶ୍ନ
  • ||
  • ଡବ୍ଲ୍ୟୁପିଏଲ୍‌- ୨୦୨୪: ରୋମାଞ୍ଚକ ମୁକାବିଲା, ୟୁପି ୱାରିୟର୍ସଠୁ ୨ରନ୍‌ରେ ଜିତିଲା ରୟାଲ୍‌ ଚ୍ୟାଲେଞ୍ଜର୍ସ
  • ||
  • ‘ଦିଲ୍ଲୀ ଚଲୋ’ ସ୍ଥଗିତ ରହିବା ପରେ ଖୋଲିଲା ଦିଲ୍ଲୀ-ହରିଆଣା ସୀମା, ଶମ୍ଭୁ ସୀମାରେ ଚାଷୀଙ୍କ କ୍ୟାଣ୍ଡେଲ୍‌ ଶୋଭାଯାତ୍ରା
  • ||
  • ବାଙ୍ଖିଡି ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଗଛରେ ପିଟି ହୋଇ ବାଇକ୍ ଚାଳକ ମୃତ
  • ||
  • ବର୍ଷିଲା ପରେ ଖସିଲା ତାତି: ୨୭ ଯାଏ ବର୍ଷା ସମ୍ଭାବନା, ୧୦ରୁ ଅଧିକ ଜିଲ୍ଲାରେ ପାଗ କୋହଲା
  • ||
  • ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ: ଆଜି ‘ସୁଦର୍ଶନ ସେତୁ’ ଲୋକାର୍ପଣ, ସୌରାଷ୍ଟ୍ରକୁ ଦେବେ ୫୨,୨୫୦ କୋଟିର ପ୍ରକଳ୍ପ ଭେଟି
  • ||

ଜଙ୍ଗଲରୁ ମିଳିଲା ହାତୀ ଛୁଆର ମୃତଦେହ

ବାଙ୍ଗିରିପୋଷି,୨୭/୯(ଆ.ପ୍ର) :  ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ନାଫ୍ରି ସଂରକ୍ଷିତ ଜଙ୍ଗଲରୁ ଏକ ହାତୀ ଛୁଆର ମୃତଦେହ ଉଦ୍ଧାର ହୋଇଛି । ଜଙ୍ଗଲ ଭିତରେ ଏକ ହାତୀ ଛୁଆର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ବନ ବିଭାଗକୁ ଖବର ଦେଇଥିଲେ । ମଙ୍ଗଳବାର ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀ ଛୁଆର ମୃତଦେହକୁ ଉଦ୍ଧାର କରିଥିଲେ ।

ହାତୀ ଛୁଆ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଜଙ୍ଗଲ ଭିତରେ ହାତୀ ଗୋଷ୍ଠୀ ମଧ୍ୟରେ ଲଢେଇ ହୋଇ  ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ହାତୀର ମୃତଦେହକୁ ବିଭାଗ ଜବତ କରି ବ୍ୟବଛେଦ କରାଇ ପୋତି ଦେଇଛି। ତେବେ ହାତୀ ମୃତ୍ୟୁ ପଛର କାରଣକୁ ନେଇ ପ୍ରଶ୍ନ ଉଠିଛି । ରାଜ୍ୟରେ ଦିନକୁ ଦିନ ଏମିତି ଗୋଟିଏ ପରେ ଗୋଟିଏ ହାତୀର ଜୀବନ ଯାଉଛି। ହେଲେ ବନବିଭାଗ କରୁଛି କଣ ବୋଲି ପ୍ରଶ୍ନ ଉଠୁଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.