ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ; ଘରଦ୍ବାର ଭାଙ୍ଗିଲେ ହାତୀପଲ

Published By : Harapriya Sethi | July 9, 2025 1:16 PM

ରାଇକିଆ,୦୯/୦୭: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ ବରଦଳୀ ଗ୍ରାମର ସନ୍ତୋଷ ସେଠି ଓ ବାସନ୍ତୀ ବେହେରାଙ୍କ ଘର ଭାଙ୍ଗିବା ସହ ନଡ଼ିଆ ଗଛ ନଷ୍ଟ କରିଛନ୍ତି ।

ସୂଚନା ମୁତାବକ, ମଙ୍ଗଳବାର ମଧ୍ୟ ରାତ୍ରିରେ ବରଦଳୀ ଗାଁର ହାତୀପଲ ପଶି ଘର ସହ ଆସବାସ ପତ୍ର ନଷ୍ଟ କରି ଦେଇଛନ୍ତି । ଏନେଇ ପରିବାର ଲୋକେ ଏବଂ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି । ଗ୍ରାମବାସୀ ପ୍ରଶାସନକୁ କ୍ଷତିପୂରଣ ଓ ସହଯୋଗ ପାଇଁ ନିବେଦନ କରିଛନ୍ତି । ବନ ଭିଭାଗ କର୍ମଚାରୀ ଓ ସ୍ଥାନୀୟ ସରପଞ୍ଚ ବନିତା କୁମାରୀ ମଳିକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ହାତୀ ଉପଦ୍ରବରୁ ଲୋକଙ୍କୁ ସୁରକ୍ଷା ଦେବାକୁ ବନ ବିଭାଗକୁ ଅନୁରୋଧ କରିଛନ୍ତିି ସରପଞ୍ଚ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.