ପ୍ରମୂଖ ଖବର
  • କୋଣାର୍କ : ୨ ବେଆଇନ କରତକଳ ଉପରେ ଚଢାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

ସିନ୍‌ କାଟିଲେ ରିଲିଜ୍‌ ହେବ ‘ଏମର୍ଜେନ୍ସି’, ବମ୍ବେ ହାଇକୋର୍ଟରେ ଶୁଣାଣି

ମୁମ୍ବାଇ ୨୭/୦୯: କଙ୍ଗନା ରଣାୱତ୍‌ଙ୍କ ଫିଲ୍ମ ‘ଏମର୍ଜେନ୍ସି’ର ରିଲିଜ୍‌କୁ ନେଇ ଗତ ଗୁରୁବାର ବମ୍ବେ ହାଇକୋର୍ଟରେ ଶୁଣାଣି ହୋଇଛି । କୋର୍ଟ କହିଲେ, ଫିଲ୍ମର କିଛି ସିନ୍‌ କାଟିବାକୁ ସେନ୍ସର ବୋର୍ଡ ଦେଇଥିବା ପରାମର୍ଶକୁ ନିର୍ମାତା ପାଳନ କଲେ ହିଁ ଫିଲ୍ମ ରିଲିଜ୍‌କୁ ମଞ୍ଜୁରି ମିଳିବ । ସେନ୍ସର ବୋର୍ଡ ଅର୍ଥାତ୍‌ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେସନ୍‌ (ସିବିଏଫ୍‌ସି) କୋର୍ଟରେ କହିଥିଲା, ‘ଏମର୍ଜେନ୍ସି’ର ନିର୍ମାତା ଅଦ୍ୟାବଧି ଫିଲ୍ମର ବିବାଦୀୟ ସିନ୍‌ଗୁଡ଼ିକୁ କାଟି ନାହାନ୍ତି ।

ଅନ୍ୟପକ୍ଷେ, ଫିଲ୍ମ ନିର୍ମାତା କହିଲେ, ସିନ୍‌ କାଟିବା ପାଇଁ ସମୟ ଦରକାର । ଏହା ପରେ କୋର୍ଟ ମାମଲାକୁ ଆସନ୍ତା ୩୦ ତାରିଖକୁ ଘୁଞ୍ଚାଇଛନ୍ତି । ସୂଚନାଯୋଗ୍ୟ, ଫିଲ୍ମର ରିଲିଜ୍‌କୁ ନେଇ କଙ୍ଗନା ଓ ଜି ଷ୍ଟୁଡିଓ ଆବେଦନ କରିଥିଲେ । ସେମାନଙ୍କ ଅଭିଯୋଗ ଥିଲା, ସେନ୍ସର ବୋର୍ଡ ଫିଲ୍ମକୁ ପ୍ରଥମେ ପ୍ରମାଣପତ୍ର ଦେଲା । କିନ୍ତୁ ରିଲିଜ୍‌ର ୪ ଦିନ ପୂର୍ବରୁ ଗତ ୬ ତାରିଖରେ ଏହା ଉପରେ ରୋକ ଲଗାଇଲା । ସେନ୍ସର ବୋର୍ଡ ମନକୁ ମନ ଫିଲ୍ମର ପ୍ରମାଣପତ୍ର ଅଟକାଇ ରଖିଥିବା କଙ୍ଗନା ଅଭିଯୋଗ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.