ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ୨ ହାର୍ଡକୋର୍ ମାଓବାଦୀ ନିହତ

ମାଲକାନଗିରି ୦୫।୦୯: ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର। ଯବାନଙ୍କ ଗୁଳିରେ ୨ ହାର୍ଡକୋର୍ ମାଓବାଦୀ ନିହତ। ଛତିଶଗଡ଼ ସୁକୁମା ଜିଲ୍ଲାରେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଏନ୍‌କାଉଣ୍ଟର ହୋଇଛି।

ସୂଚନା ଅନୁଯାୟୀ, ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାର ତାଡମେଟାଲ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ନେଇ ପୋଲିସକୁ ଗୁଇନ୍ଦା ସୂତ୍ରରୁ ସୂଚନା ମିଲିଥିଲା । ଏହାପରେ ଡିଆର୍‌ଜି ଯବାନ ଓ ସ୍ଥାନୀୟ ପୋଲିସ ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସୁରକ୍ଷାକର୍ମୀ ଘେରିବା ଦେଖି ମାଓବାଦୀମାନେ ଗୁଳିମାଡ଼ ଆରମ୍ଭ କରିଥିଲେ। ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଦୀର୍ଘ ସମୟ ଧରି ଡିଆରଜି ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଏଥିରେ ୨ ହାର୍ଡକୋର୍ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.