ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଜମ୍ମୁ- କଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ, ଜଣେ ପୋଲିସ କର୍ମୀ ଶହୀଦ

ନୂଆଦିଲ୍ଲୀ, ୨୮/୯ : ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାରେ ଶନିବାର ସନ୍ଧ୍ୟାରେ ଏକ ଗ୍ରାମରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ଜଣେ ପୋଲିସ କର୍ମୀ ଶହୀଦ ଏବଂ ଅନ୍ୟ ଏକ ଆହତ ହୋଇଛନ୍ତି । ଆତଙ୍କବାଦୀ ସହ ଗୁଳିବିନିମୟ ସମୟରେ ଜମ୍ମୁ- କଶ୍ମୀର ପୋଲିସର ଜଣେ ହେଡ କନଷ୍ଟେବଳ ଶହୀଦ ହୋଇଯାଇଛନ୍ତି ଏବଂ ଅନ୍ୟ ଜଣେ ସହାୟକ ଆହତ ହୋଇଛନ୍ତି ।

ସମାଚାର ଏଜେନ୍ସି ପିଟିଆଇ ଅନୁସାରେ କଠୁଆ ଜିଲ୍ଲାର ଏକ ଗାଁରେ ସୁରକ୍ଷା ବଳ ସହ ଗୁଳି ବିନିମୟ ହୋଇଥିଲା । ବିଲାବର ତହସିଲର କୋଗ- ମଣ୍ଡଳୀ ଗାଁରେ ଗୁଳି ବିନିମୟ ପ୍ରାୟ ସାଢେ ୫ଟା ସମୟରେ ଆରମ୍ଭ ହୋଇଥିଲା । ସୁରକ୍ଷା ବଳ ଏକ ଘରେ ଆତଙ୍କବାଦୀଙ୍କ ଏକ ଗୋଷ୍ଠୀ ଉପସ୍ଥିତ ଥିବା ସୂଚନା ମିଳିବା ପରେ ମିଳିତ ଭାବେ ଘେରାବନ୍ଦୀ କରିଥିଲେ ଏବଂ ଯାଞ୍ଚ ଅଭିଯାନ ଆରମ୍ଭ କରିଥିଲେ । ଏହା ମଧ୍ୟରେ ଗୁଳିବିନିମୟ ଆରମ୍ଭ ହୋଇଯାଇଥିଲା ।

ଅଧିକାରୀଙ୍କ ସୂଚନା ଅନୁସାରେ ଆରମ୍ଭରୁ ଗୁଳି ବିନିମୟ କିଛି ସମୟ ପର୍ଯ୍ୟନ୍ତ ଚାଲିଥିଲା କିନ୍ତୁ ପରେ ଉଭୟ ପକ୍ଷ ମଧ୍ୟରେ ଭାରି ଗୁଳିଚାଳନା ଆରମ୍ଭ ହୋଇଯାଇଥିଲା । ସେ କହିଛନ୍ତି କି ଗୁଳି ବିନିମୟରେ ଏକ ପୋଲିସ ହେଡ଼ କନଷ୍ଟେବଳ ଶହୀଦ ହୋଇଯାଇଥିଲେ ଏବଂ ସହାୟକ ଉପନୀରିକ୍ଷକ ଆହତ ହୋଇଛନ୍ତି । ଅଧିକାରୀଙ୍କ ଅନୁସାରେ ଅନ୍ତିମ ସୂଚନା ମିଳିବା ପର୍ଯ୍ୟନ୍ତ ଗୁଳି ବିନିମୟ ଜାରି ଥିଲା । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.