ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଏବଂ ଆର୍ମି ଗେଟ୍ ବିଜୟ ଦ୍ଵାର ଛକ ନିକଟରୁ ଜବରଦଖଲ ଉଚ୍ଛେଦ

Published By : Rasmita Pradhan | May 23, 2025 2:29 PM

ଗୋପାଳପୁର, ୨୩/୫ : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଏବଂ ଆର୍ମି ଗେଟ୍ ବିଜୟ ଦ୍ଵାର ଛକ ନିକଟରୁ ଜବରଦଖଲ ଉଚ୍ଛେଦ। ଦୀର୍ଘ ବର୍ଷ ଧରି ପ୍ରାୟ ୬୫୦ ଡିସିମିଲ ସରକାରୀ ଜମିରେ ସହଦେବ ନାୟକ ଜବରଦଖଲ କରି ବସବାସ କରୁଥିଲେ। ତେଣୁ ରଙ୍ଗେଇଲୁଣ୍ଡା ବିମାନବନ୍ଦର ସମ୍ପ୍ରସାରଣରେ ବାଧା ସୃଷ୍ଟି ହେଉଥିଲା। ଆଜି କନିଷି ତହସିଲଦାର କବିରାଜ ପ୍ରଧାନ, ସହକାରୀ ତହସିଲଦାର ଚିତ୍ରସେନ ଦଳେଇ, କରାପଲ୍ଲୀ ଆରଆଇ ଫକୀର ମୋହନ ରାଉତ, ସୁପରଭାଇଜର ଦୀପକ ଗମାଙ୍ଗ, ଅନାଦି ବେହେରା, ଇରିଗେଶନ ଏସ୍ ଡି ଓ ସରୋଜ ପ୍ରହରାଜ ପ୍ରମୁଖ ଉପସ୍ଥିତ ରହି ଜବରଦଖଲ ଉଚ୍ଛେଦ କରିଛନ୍ତି। 

ରଙ୍ଗେଇଲୁଣ୍ଡା ବିମାନ ବନ୍ଦର କାମ ଶେଷ ପର୍ଯ୍ୟାୟରେ ରହିଥିବା ବେଳେ କେନାଲ ନିର୍ମାଣ ପାଇଁ କାମ ଅଟକିଥିଲା। ୩ ମାସ ପୂର୍ବରୁ ଜବରଦଖଲ କରିଥିବା ସହଦେବଙ୍କୁ ଉଚ୍ଛେଦ ପାଇଁ ନୋଟିସ କରାଯାଇଥିଲା। ତାହା ସହ ବାରମ୍ବାର ଘର ଖାଲି କରିବାକୁ କୁହାଯାଉଥିଲା। କିନ୍ତୁ ସେ ନୋଟିସକୁ ଅବମାନନା କରି ରହି ଆସୁଥିଲେ। ଏନେଇ ସହଦେବଙ୍କ ସହ ଯୋଗାଯୋଗ ବେଳେ ଦୀର୍ଘ ବର୍ଷ ହେଲା ଏଠାରେ ରହି ପରିବାର ପୋଷି ଆସୁଥିଲି। ଆଜି ତହସିଲଦାରଙ୍କ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କରାଯାଇଛି। ଆଇନ ଶୃଙ୍ଖଳା ପାଇଁ ଗୋପାଳପୁର ଥାନା ଅଧିକାରୀ ପ୍ରଶାନ୍ତ କୁମାର ମଲିକ, ଏଏସଆଇ ବି. ତ୍ରିପତି ରାଓଙ୍କ ସମେତ ପୁଲିସ କର୍ମଚାରୀ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.