ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଶୋଇବା ଘରୁ ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | December 2, 2024 9:44 AM

ପାଟଣା,୦୨/୧୨: ଶୋଇବା ଘରୁ ଉଦ୍ଧାର ହେଲା ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ । ଯୁବକଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ମୃତକ ଦେବ ପ୍ରସାଦ ନାଏକ ବୋଲି ଜଣା ପଡ଼ିଛି । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋବରାବେଡା ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶୋଇବା ଘରେ ଯୁବକ ଜଣକ ଆତ୍ମହତ୍ୟା କରିଥିବା ତାଙ୍କ ସାଙ୍ଗମାନେ ଦେଖିଥିଲେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ସେଠାରେ ପହଞ୍ଚି ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.