PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ମହଙ୍ଗା ହେଲା ଅମୁଲ ଓ ମଦର ଡାଏରୀ କ୍ଷୀର ଦାମ୍, ଲିଟର ପ୍ରତି ବଢିଲା ୨ ଟଙ୍କା
  • ||
  • ଜମ୍ମୁ-କାଶ୍ମୀରରେ ୩୯ ଜଣ ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌ ନଦୀରେ ଖସିଲା, ୭ ମୃତ
  • ||
  • ସୁନ୍ଦରଗଡ଼ : ଲଗାଣ ବର୍ଷାରେ ବେହାଲ ହେମଗିର ବ୍ଲକ, ଭାଙ୍ଗିଗଲା ୧୨ ଘର
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ଵର : ରାଜ୍ୟରେ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ସରକାର, ୭ଦିନ ଯାଏଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
  • ||
  • ଭୁବନେଶ୍ଵର : ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବେ ଜିଲ୍ଲାପାଳ- ଏସଆରସି
  • ||
  • ନୟାଗଡ଼ : ନୟାଗଡ଼ର ୩୦ଟି ବିଦ୍ୟାଳୟକୁ ଛୁଟି ଘୋଷଣା
  • ||
  • କଟକ : ମୁଣ୍ଡଳୀ ନିକଟରେ ବିପଦ ସଙ୍କେତ ଟପିଲା ମହାନଦୀର ଜଳସ୍ତର
  • ||
  • ଭଦ୍ରକ : ବୈତରଣୀରେ ବନ୍ୟା, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୩୫ରୁ ଉର୍ଦ୍ଧ୍ଵ ଗାଁ ଜଳବନ୍ଦୀ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୨୫୫ ପଜିଟିଭ୍ ଚିହ୍ନଟ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ ବିଭତ୍ସ ହତ୍ୟା, ମାଆ ସମ୍ମୁଖରେ ପୁଅକୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
  • ||

କଡ଼ା ଜବାବ୍ ଦେଲା ଭାରତ: ଭାରତୀୟ ସୀମାରେ ପ୍ରବେଶ କଲା ପାକ୍ ବାୟୁସେନା ବିମାନ

ଭାରତୀୟ ସୀମାରେ ପ୍ରବେଶ କରିଛି ପାକିସ୍ତାନର ବାୟୁସେନା ବିମାନ। ଜମ୍ମୁ କାଶ୍ମୀରର ନୈାସେରା ସେକ୍ଟରରେ ପାକିସ୍ତାନ ବିମାନ ପ୍ରବେଶ କରିଛି। ହେଲେ ଭାରତୀୟ ସେନାର କଡ଼ା ଜବାବ ପରେ ଫେରିଗଲା ପାକ୍ ବିମାନ।

ସୂଚନାଯୋଗ୍ୟ ପିଓକରେ ଥିବା ଜୈଶର ଆତଙ୍କବାଦୀଙ୍କ ଆଡ୍ହା ଉପରେ ଭାରତର ବାୟୁସେନା ହାମଲା ପରେ ବିଚଳିତ ହୋଇପଡ଼ିଛି ପାକିସ୍ତାନ। ଭାରତୀୟ ସୀମାରେ ପାକ୍ ବିମାନ ପ୍ରବେଶ କରିବା ସହ ସୀମା ସ୍ଥିତ ସେନା ପୋଷ୍ଟ ଓ ସୀମାବର୍ତ୍ତୀ ଗାଁ ଉପରେ ପାକିସ୍ତାନ ସେନା ଗୁଳି ଓ ମୋର୍ଟାର ମାଡ଼ କରିଛି। ଜାମ୍ମୁ କାଶ୍ମୀର ସୀମାର ୧୫ଟି ଜାଗାରେ ପାକିସ୍ତାନ ଅସ୍ତ୍ରବିରତୀ ଉଳ୍ଲଂଘନ କରିଥିବା ଜଣାପଡ଼ିଛି।

ସେପଟେ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଦୁର୍ଘଟଣାଗସ୍ତ। ଜାମ୍ମୁକାଶ୍ମୀର ବଡ଼ଗାମରେ ମିଗ ଯୁଦ୍ଧ ଦୁର୍ଗଟରାର କାରଣ ଜଣାପଡ଼ିନାହିଁ।  ତେବେ ବିମାନରେ ଥିବା ୨ଜଣ ପାଇଲଟ ସୁରକ୍ଷିତ ଅଛନ୍ତି କି ନାହିଁ ସେନେଇ ମଧ୍ୟ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ବିମାନଟି କ୍ରାସ ହେବା ପରେ ପୁରା ଜଳିଯାଇଥିବା ଦେଖିବାକୁ ମିଳିଛି। ସ୍ତାନୀୟ ଲୋକେ ଘଟଣାସ୍ଥଳରେ ରୁଣ୍ଡ ହୋଇଯାଇଥିଲେ ଏବଂ ନିଆଁ ଲିଭାଇବାକୁ ଚେ​‌ଷ୍ଟା କରିଥିଲେ।

ସମ୍ବନ୍ଧିତ ଖବର