ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

୨୨ରେ ଆସିବ ଏନ୍‌ଭାରୋ ଇଞ୍ଜିନିୟର୍ସ ଆଇପିଓ, ନିବେଶକଙ୍କ ପାଇଁ ବଡ଼ ସୁଯୋଗ

Published By : Prameya | November 21, 2024 1:49 PM

ନୂଆଦିଲ୍ଲୀ,୨୧/୧୧:  ଏନ୍‌ଭାରୋ ଇନ୍‌ଫ୍ରା ଇଞ୍ଜିନିୟର୍ସ  ଲିମିଟେଡ ପ୍ରାଥମିକ ପବ୍ଲିକ ଅଫର (ଆଇପିଓ) ୨୨ ନଭେମ୍ବରରେ ଖୋଲିବ । ଏହି ପବ୍ଲିକ ଇସ୍ୟୁ ଜରିଆରେ ନିବେଶକ ଚଳିତ ମାସ  ୨୬ ଯାଏ ନିବେଶ କରିବାର ସୁଯୋଗ ପାଇବେ । ୨୯ ନଭେମ୍ବରରେ  ଏହା ଉଭୟ ବମ୍ବେ ଷ୍ଟକ ବଜାର ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜରେ ସୂଚୀଭୁକ୍ତ ହେବ । ଏହି ଆଇପିଓର ସାଇଜ୍‌ ରହିଛି ୬୫୦ କାଟି ଟଙ୍କା । ନିବେଶକ ଏଥିରେ ଅନ୍ୟୁନ ୧୪,୯୪୮ ଟଙ୍କା ନିବେଶ କରିପାରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.