ପ୍ରମୂଖ ଖବର
  • ବୃକ୍ଷରୋପଣରେ ମହାଦୁର୍ନୀତି କରି ଲରମ୍ଭା ସେକ୍ସନ ଫରେଷ୍ଟର ପ୍ରିୟବ୍ରତ ନାଏକ ନିଲମ୍ବିତ
  • ||
  • ଫୁଲବାଣୀ : ବିବାହିତା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଫୁଲବାଣୀ : ବେକରେ ଗାମୁଛା ଦେଇ ୮୩ ବର୍ଷୀୟ ବୃଦ୍ଧଙ୍କ ଆତ୍ମହତ୍ୟା
  • ||
  • ସମ୍ବଲପୁର ରେଜିଷ୍ଟ୍ରି ଅଫିସ୍‌ରେ ଅଚାନକ ପହଞ୍ଚିଲେ ରାଜସ୍ବ ମନ୍ତ୍ରୀ, ଅଧିକାରୀଙ୍କୁ କଲେ ତାଗିଦ୍
  • ||
  • ଭଦ୍ରକ : ଓଲଗରେ ପାଞ୍ଚଶହ ବର୍ଷର ପୁରାତନ ପରମ୍ପରା ଲାଖବିନ୍ଧା ଅନୁଷ୍ଠିତ, ଶହଶହ ଲୋକଙ୍କ ଭିଡ଼
  • ||
  • ଭୋଗରାଇ : ୬ ଦଫା ଦାବି ନେଇ ଲକ୍ଷ୍ମୀ ବସ୍ ଡ୍ରାଇଭରଙ୍କ ଆନ୍ଦୋଳନ, ବସ୍ ଚଳାଚଳ ଠପ
  • ||
  • ଉଦଳା : ସିସିଟିଭିରେ ଶାଢ଼ୀ ଢାଙ୍କି ଲୁଟ୍‌, ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ବିଣିକା : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌, ୨ ମୃତ
  • ||
  • ଭୁବନେଶ୍ୱରରେ ଭସାଣି ପାଇଁ ଟ୍ରାଫିକ କଟକଣା, ବାଣୀବିହାରରୁ ରାଜମହଲ ପର୍ଯ୍ୟନ୍ତ ରାସ୍ତା ସିଲ୍‌
  • ||
  • ଚୌଦ୍ୱାର : ସିରିଜ୍ ଚୋରି ଘଟଣାର ପର୍ଦ୍ଦାଫାସ, ୩ ଗିରଫ
  • ||
  • ସାଲେପୁର : କେନାଲରେ ବୁଡି ବୃଦ୍ଧ ମୃତ, ପୋଲିସର ତଦନ୍ତ ଜାରି
  • ||
  • ସରିଲା ଦୁର୍ଗାପୂଜା; ଆଜି ମା' ନେବେ ମାଲାଣି, ଭସାଣି ପାଇଁ ପ୍ରଶାସନର ବ୍ୟାପକ ପ୍ରସ୍ତୁତି
  • ||
  • କଟକରେ ଭସାଣି ଉପଲକ୍ଷେ ଟ୍ରାଫିକ କଟକଣା ଲାଗୁ, ପ୍ରେସ୍ ରିଲିଜ ଜରିଆରେ ସୂଚନା
  • ||
  • କାମାକ୍ଷାନଗର : ଡିଭାଇଡରରେ ପିଟିହୋଇ ଓଲଟିଲା ଗାଡି; ଜଣେ ଗୁରୁତର, ୩ଆହତ
  • ||

ଷ୍ଟେଟ୍ ବ୍ୟାଙ୍କ ଠକେଇ ଘଟଣା ଅଭିଯୁକ୍ତ ସରୋଜ ନାୟକଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨୧/୦୯: ଷ୍ଟେଟ୍ ବ୍ୟାଙ୍କ ଠକେଇ ଘଟଣାରେ ଅର୍ଥନୈତିକ ଅପରାଧ ଶାଖାକୁ ବଡ଼ ସଫଳତା। ଶୁକ୍ରବାର ୧୬.୭୧ କୋଟି ଠକେଇ ଘଟଣାରେ ଅଭିଯୁକ୍ତ ସରୋଜ ନାୟକଙ୍କୁ ବାନ୍ଧିଲା EOW ଟିମ୍। ଅଭିଯୁକ୍ତ ସରୋଜ ନାୟକଙ୍କ ନାମରେ ବିଏନଏସର ଧାରା ୪୦ ୯,୪୨୦,୪୬୭,୪୭୧,୧୨୦  ଏବଂ ଆଇଟି ଆକ୍ଟର ଧାରା ୬୬ସି  ଅନୁଯାୟୀ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ତେବେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ସିବସୁନ୍ଦର ସାହୁଙ୍କ ଲିଖିତ ରିପୋର୍ଟରେ ଏହି ମାମଲା ପଞ୍ଜିକୃତ ହୋଇଥିଲା । ଏଥିରେ ଅଭିଯୋଗ ହୋଇଥିଲା ଯେ ଅଭିଯୁକ୍ତ ଜଣକ ନିଜକୁ ଫୋନପେ ର କର୍ମଚାରୀ ୨୦୨୨ ମସିହା ଅକ୍ଟୋବର ରୁ ୨୦୨୩ ଯାଏଁ ଜୟଦେବ ବିହାର ଷ୍ଟେଟବ୍ୟାଙ୍କ, ପଟିଆ,ରଘୁନାଥପୁର ଓ ଝାରପଡା ଶାଖାରୁ ୧୬.୭୧ କୋଟି ଠକେଇ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସରୋଜ ନାୟକ ରାଉରକେଲାରୁ ଡିପ୍ଲୋମା କରିଛନ୍ତି । ଏଥିସହ ସେ ଓମ୍ ମାଆ କନଷ୍ଟ୍ରକ୍ସନର ଏକ ଏଜେନ୍ସି ମଧ୍ୟ ଚଲାନ୍ତି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.