ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

୧୬ କୋଟି ୭୧ ଲକ୍ଷ ଟଙ୍କାର ଏସବିଆଇ ଲୋନ ଜାଲିଆତି ଘଟଣା, ୬ ଜଣଙ୍କୁ ବାନ୍ଧିଲା ଇଓଡବ୍ଲ୍ୟୁ

ଭୁବନେଶ୍ଵର, ୦୫/୦୯ : ୧୬ କୋଟି ୭୧ ଲକ୍ଷ ଟଙ୍କାର ଏସବିଆଇ ଲୋନ ଜାଲିଆତି ଘଟଣା। ଭୁବନେଶ୍ଵର, ଖଣ୍ଡପଡ଼ା, ବଡ଼ମ୍ଵା ଏବଂ କାକଟପୁରରୁ ୬ ଜଣଙ୍କୁ ବାନ୍ଧିଲା ଇଓଡବ୍ଲ୍ୟୁ। ଭୁବନେଶ୍ଵରରୁ ଅନିର୍ବାଣ ପଟ୍ଟନାୟକ, ଅନୁପମ ଦାସ, ଖଣ୍ଡପଡ଼ାରୁ ସତ୍ୟବାନ ରାଉତ ଏବଂ ତୋଫାନ ରାଉତ, ବଡ଼ମ୍ବାରୁ ଟୁକୁନା ମଲିକ ଏବଂ କାକଟପୁରରୁ ଫିରୋଜ ଖାନ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

ସୂଚନାନୁଯାୟୀ, ଭୁବନେଶ୍ଵର ଏସବିଆଇର ରିଜିଓନାଲ୍ ମ୍ୟାନେଜର ଶିବ ସୁନ୍ଦର ସାହୁଙ୍କ ଅଭିଯୋଗ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଭିଯୁକ୍ତମାନେ ୧୬୧ଟି ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ ମାଧ୍ୟମରେ ୧୬ କୋଟି ୭୧ ଲକ୍ଷ ଟଙ୍କାର ଋଣ ନେଇଛନ୍ତି। ୨୦୨୨ ନଭେମ୍ଵରରୁ ୨୦୨୩ ଅକ୍ଟୋବର ମଧ୍ୟରେ ଅଭିଯୁକ୍ତମାନେ ଜୟଦେବ ବିହାରରୁ ୧୩୯ଟି, ପଟିଆରୁ ୫ଟି, ରଘୁନାଥପୁରରୁ ୧୧ଟି, ଏବଂ ଝାରପଡ଼ା ବ୍ରାଞ୍ଚରୁ ୬ଟି ଋଣ ନେଇଛନ୍ତି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.