ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

କେବେ ସୁଧୁରିବ ଇସ୍କନ ? ପୁଣି ବିଦେଶରେ କରିବ ଅଦିନିଆ ଦେବସ୍ନାନ ପୂର୍ଣ୍ଣମୀ ଓ ରଥଯାତ୍ରା

Published By : Rasmita Pradhan | October 26, 2024 12:38 PM

ଭୁବନେଶ୍ଵର, ୨୬/୧୦ : ପୁଣି ଇସ୍କନର‌ ମନମାନି। ଅଦିନିଆ ଦେବସ୍ନାନ ପୂର୍ଣ୍ଣମୀ ଓ ରଥଯାତ୍ରା କରିବ ଇସ୍କନ। ଶାସ୍ତ୍ର ଓ ପୁରାଣ ଅନୁଯାୟୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥିରେ ହୋଇଥାଏ। କିନ୍ତୁ ଇସ୍କନ ପକ୍ଷରୁ ବିଶ୍ୱବ୍ୟାପୀ ବିଭିନ୍ନ ସମୟରେ ଅଦିନିଆ ରଥଯାତ୍ରା କରାଯାଉଛି। ଏବେ ପୁଣି ଥରେ ଇସ୍କନ ପକ୍ଷରୁ ହୋଷ୍ଟନ ସହରରେ ନଭେମ୍ବର ୩ ତାରିଖ ରବିବାର ଦିନ ସ୍ନାନଯାତ୍ରା ଓ ନଭେମ୍ୱର ୯ ତାରିଖ ଦିନ ଆମେରିକାର ଲିଜନ ପାର୍କରେ ଅଦିନିଆ ରଥଯାତ୍ରା କରାଯାଉଛି। 

ଏହାକୁ ଶ୍ରୀଜଗନ୍ନାଥ ପ୍ରେମୀ ଓ ସେବାୟତ ତୀବ୍ର ନିନ୍ଦା କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ, ଗଜପତି ଓ ଶଙ୍କରାଚାର୍ଯ୍ୟ ଏହି ଅଦିନିଆ ରଥଯାତ୍ରାରେ ହସ୍ତକ୍ଷେପ କରିବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି। ସେପଟେ ଇସ୍କନର ଏଭଳି ମନମାନିକୁ ଦୃଢ଼ ନିନ୍ଦା କରିଛନ୍ତି ବରିଷ୍ଠ ସ୍ତମ୍ଭକାର ହରିଶଙ୍କର ମିଶ୍ର।‌


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.