ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ଆସନ୍ତାକାଲି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ବନ୍ଦ

Published By : Gurupada Nath | July 3, 2025 11:25 PM

ପୁରୀ, ୩/୭ :  ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି ତଥା ନୀତି ବହୁଳତା ଦୃଷ୍ଟିରୁ ଆସନ୍ତାକାଲି ଅର୍ଥାତ ଶୁକ୍ରବାର “ସନ୍ଧ୍ୟା ଦର୍ଶନ” ସନ୍ଧ୍ୟା ୬ ଘଟିକାଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ନିର୍ଦ୍ଧାରିତ ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ଅନୁଷ୍ଠିତ ହେବା ପରେ ଶ୍ରୀଜୀଉଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ।  

ଭକ୍ତ   ଓ ଶ୍ରଦ୍ଧାଳୁମାନେ ବାହୁଡ଼ା ଯାତ୍ରା ଦିନ ରଥାରୂଢ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ ସୌଭାଗ୍ୟ ଲାଭ କରିପାରିବେ l ତେଣୁ ସନ୍ଧ୍ୟା ଦର୍ଶନ ସମ୍ପର୍କିତ ଏହି ବ୍ଯବସ୍ଥାକୁ, ମହାପ୍ରଭୁଙ୍କ ନୀତି ସମ୍ପାଦନରେ ନିଜର ସେବା ସମର୍ପଣ ମନେ କରି ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁ ସହଯୋଗ କରିବେ ବୋଲି ଆଶା। ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.