ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ସାଧୁ ଚରଣ ନେପାକ

ବରଗଡ,୧୧।୫ :   ବିଜେଡି ଛାଡ଼ିଲେ ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ସାଧୁ ଚରଣ ନେପାକ । ଏନେଇ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠେଇଛନ୍ତି । ସାଧୁ ଷ୍ଟେଟ ପ୍ଲାନିଂ କମିଟିର ସଦସ୍ୟ ଓ ନିଜର ସଦସ୍ୟତା ପଦବୀରୁ ଇସ୍ତଫା ଦେଇଛନ୍ତି ।  ଆଗାମୀ ଦିନରେ ସେ କେଉଁଦଳକୁ ଯିବେ ସୂଚନା ଦେଇ ନାହାନ୍ତି । ପୂର୍ବରୁ କଂଗ୍ରେସ ଦଳରୁ ବରଗଡ଼ ବିଧାୟକ ମଧ୍ୟ ଥିଲେ । ବିଜେଡିରେ ସେ ୨୦୧୯ରେ ଯୋଗ ଦେଇଥିଲେ।

ଆହୁରି ପଢନ୍ତୁ : ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡିବା ସହ ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦୀ - ଧର୍ମେନ୍ଦ୍ର ପ୍ରଧାନ


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.