ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ସାଲିଆସାହିରେ ଚାଲିଥିଲା ବେଆଇନ୍‌ ଦେଶୀ ମଦ କାରବାର, ଚଢାଉ କଲା ଅବକାରୀ ବିଭାଗ, ୮ ଗିରଫ

Published By : Harapriya Sethi | March 14, 2025 8:47 AM

ଭୁବନେଶ୍ୱର,୧୪/୦୩: ସାଲିଆସାହିର ବିର୍ସାମୁଣ୍ଡା ସାହିରେ ଅବକାରୀ ବିଭାଗର ଚଢାଉ । ଚଢାଉରେ ୫୦୦୦ ଲିଟରରୁ ଅଧିକ ପୋଚ ନଷ୍ଟ କଲା ଅବକାରୀ ଟିମ୍‌ । ଦେଶୀ ମଦ ପ୍ରସ୍ତୁତିରେ ବ୍ୟବହୃତ ହାଣ୍ଡି ଏବଂ ବାଲ୍‌ଟି ଇତ୍ୟାଦି ଜବତ ହୋଇଛି । ଦେଶୀ ମଦ କାରବାର ଅଭିଯୋଗରେ ୮ ଜଣଙ୍କୁ ଗିରଫ କରିଛି ଅବକାରୀ ଟିମ୍‌ । 

ସୂର୍ଯ୍ୟନଗରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ସୂଚନା ମୁତାବକ, ସାଲିଆ ସାହିର ବିର୍ସାମୁଣ୍ଡା ସାହିରେ କିଛି ଲୋକ ବେଆଇନ୍ ଭାବେ ବିପୁଳ ପରିମାଣର ଦେଶୀ ମଦ କାରବାର କରୁଥିଲେ । ଏନେଇ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା ଅବକାରୀ ବିଭାଗ । ଖବର ପାଇ ଗୁରୁବାର ବିଳମ୍ୱିତ ରାତିରେ ଅତର୍କିତ ଚଢାଉ କରିଥିଲା । ଏହି ଚଢାଉରେ ୫୦୦୦ ଲିଟରରୁ ଅଧିକ ପୋଚ ନଷ୍ଟ କରିଛି ଅବକାରୀ ଟିମ୍‌ । ମଦ ପ୍ରସ୍ତୁତିରେ ବ୍ୟବହୃତ ହାଣ୍ଡି ଏବଂ ବାଲ୍‌ଟି ଇତ୍ୟାଦି ଜବତ ହୋଇଛି । ଏହା ସହ ଘଟଣାରେ ସମ୍ପୃକ୍ତ ଥିବା ୮ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ମଧ୍ୟରୁ ୬ ଜଣ ମହିଳା ଥିବା ନେଇ ସୂଚନା ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.