ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଜଧାନୀ ଦିଲ୍ଲୀରେ ଭୟଙ୍କର ବିସ୍ଫୋରଣ, ତଦନ୍ତ ଜାରି

Published By : Anindita Ratha | November 28, 2024 2:44 PM

ନୂଆଦିଲ୍ଲୀ,୨୮/୧୧: ରାଜଧାନୀରେ ଭୟଙ୍କର ବିସ୍ଫୋରଣ। ପିଭିଆର୍‌ ସିନେମା ହଲ୍‌ ନିକଟରେ ବିସ୍ଫୋରଣ । ଘଟଣାସ୍ଥଳରେ  ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଦିଲ୍ଲୀର ପ୍ରଶାନ୍ତ ବିହାର ବଂଶୀ ସୁଇଟ୍‌ସ୍‌ ନିକଟରେ ଏହି ଘଟଣା ଘଟିଛି । 

ସୂଚନା ମୁତାବକ, ପିଭିଆର୍‌ ସିନେମା ହଲ୍‌ ନିକଟରେ  ହୋଇଥିବା ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ବେଶ୍‌ ଦୂର ଯାଏଁ ଶବ୍ଦ ଶୁଣିବାକୁ ମିଳିଥିଲା। ଯାହା ଫଳରେ ଲୋକେ ଭୟଭୀତ ହୋଇପଡିଥିଲେ। ଏନେଇ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା। ତେବେ କେଉଁ କାରଣରୁ ଏହି ବିସ୍ଫୋରଣ ହୋଇଛି ସେ ନେଇ କିଛି ସୂଚନା ମିଳିନି।  ପୋଲିସ କଲ୍‌ କରିଥିବା ବ୍ୟକ୍ତି ଓ ବିସ୍ଫୋରଣ ନେଇ ଯାଞ୍ଚ କରୁଛି।  ତେବେ  ଏନେଇ ଶାନ୍ତି ବଜାୟ ରଖିବା ପାଇଁ ପୋଲିସ ଲୋକଙ୍କୁ ନିବେଦନ କରିଛି।  ସେହିପରି ଏହି ଘଟଣାକେ କେହି ମୃତାହତ ହୋଇଥିବା ନେଇ କୌଣସି ସୂଚନା ମିଳିନି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.