PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏଟିଏମରେ ଟଙ୍କା ଭରିବା ନେଇ ଗାଡିରେ ଯାଉଥିବା ବେଳେ ୫୭ ଲକ୍ଷ ଟଙ୍କା ଧରି ଡ୍ରାଇଭର ଫେରାର
  • ||
  • ମୃତ ବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ଘଟଣାରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ନିଲମ୍ବିତ
  • ||
  • କେନ୍ଦ୍ର ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ମୁକ୍ତାର ଆବ୍ବାସ ନକଭି
  • ||
  • ଯାତ୍ରା ଅଭିନେତା ଦୈତାରୀ ପଣ୍ଡାଙ୍କ ନାଁରେ ରାଜଧାନୀ ମିଡ଼ିଆ ହାଉସ୍ ସିଇଓ ଥାନାରେ କଲେ ଅଭିଯୋଗ , ଯାତ୍ରା ରାଜିନାମା ଅଗ୍ରୀମ ଟଙ୍କା ଫେରସ୍ତ ନକରିବାରୁ ବାଲେଶ୍ୱର ଜିଲ୍ଲା ଔପଦା ଥାନାରେ ରୁଜୁ ହୋଇଛି ମାମଲା, ପାର୍ବତୀ ଗଣନାଟ୍ୟ ଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ ଅଗ୍ରୀମ
  • ||
  • ନୂଆଦିଲ୍ଲୀ : ଆସାମ ବନ୍ୟା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଫିଲ୍ମ ନିର୍ମାତା କରନ ଜୋହର, ରିଲିଫ ପାଣ୍ଠିକୁ ଦେଲେ ୧୧ଲକ୍ଷ
  • ||
  • ଭୁବନେଶ୍ବର : କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍, ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଲେ ନିବେଦନ
  • ||
  • କଟକ : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଚଳିତ ବର୍ଷ ପାସ ହାର ୯୦.୫୫
  • ||
  • ନିଶ୍ଚିନ୍ତକୋଇଲି : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ ପାରିବାରିକ କଳହରୁ ମା’କୁ ହତ୍ୟା କରିଛି ପୁଅ
  • ||
  • ଆନନ୍ଦପୁର : ଶାଳବଣୀ ଛକ ନିକଟରେ ଟାୟାର ଫାଟିଯିବାରୁ ପୋଲିସ ହାବୁଡରେ ଧରାପଡିଲା ବେଆଇନ ଗୋ-ଚାଲାଣ ଟ୍ରକ, ଜବତ କଲା ଆନନ୍ଦପୁର ପୋଲିସ
  • ||
  • ଭୁବନେଶ୍ୱର : ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ଘଟଣା, ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି
  • ||
  • ରାଉରକେଲା : ରାଉରକେଲାରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାୟଗଡ଼ା : ଚାନ୍ଦିଲି ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ହାତୀଖମ୍ବ ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩୦ ଆହତ
  • ||

ଘୋଷଯାତ୍ରା ପାଇଁ ପୁରୀକୁ ଗଡିବ ଅଧିକ ୨୦୦ ବସ୍

କଟକ ୧୦/୬: ରଥଯାତ୍ରା ପାଇଁ ପୁରୀକୁ ଗଡିବ ଅଧିକ ବସ୍ । ଏଥର ଜୁଲାଇ ୪ରେ ପଡୁଛି ମହାପ୍ରଭୁଙ୍କ ଘୋଷଯାତ୍ରା । ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ବ୍ଯାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏଥର ପୁରୀକୁ ଅଧିକ ୨୦୦ ବସ୍ ଚଳାଚଳ ପାଇଁ ବ୍ଯବସ୍ଥା କରାଯାଉଛି । ଗମନାଗମନକୁ ଦୃଷ୍ଟିରେ ରଖି କେନ୍ଦ୍ରାଞ୍ଚଳ ଆରଡିସି ଅନିଲ୍ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ବୈଠକରେ ପୁରୀ ଏସପି, କଟକ ଓ ଭୁବନେଶ୍ୱରର ଘରୋଇ ବସ୍ ମାଲିକ ସଙ୍ଘର କର୍ମକର୍ତ୍ତା ସାମିଲ ଥିଲେ । ବୈଠକରେ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା ।

କହିରଖୁଛୁ ଯାତାୟତ ପାଇଁ ଏଥର ତାଳବଣିଆଠାରୁ ଭିନ୍ନକ୍ଷମଙ୍କ ପାଇଁ ସ୍ୱତନ୍ତ୍ର ଇ-ରିକ୍ସାର ବ୍ୟବସ୍ଥା କରାଯାଇଛି। ଏନେଇ ରାଜ୍ୟ ଘରୋଇବସ୍‌ ମାଲିକ ସଂଘ ସମ୍ପାଦକ ସୂଚନା ଦେଇଛନ୍ତି। ତେବେ ଘୋଷଯାତ୍ରା ବେଳେ ନିର୍ଦ୍ଧାରିତ ବସ୍‌ ଭଡ଼ାଠାରୁ ଅଧିକ ଭଡ଼ା ଆଦାୟ କଲେ ଦଣ୍ଡିତ କରାଯିବ ବୋଲି ଆର୍‌ଡିସି କହିଛନ୍ତି।

ସମ୍ବନ୍ଧିତ ଖବର