ପ୍ରମୁଖ ଖବର
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ, ଘଟଣାସ୍ଥଳରେ ମୃତ୍ୟୁ

କାମାକ୍ଷାନଗର, ୨୮/୧୧ : ହାତୀ ଆକ୍ରମଣରେ ଚାଷୀ ମୃତ। ମହାବୀର ରୋଡ ରେଞ୍ଜ ନାଗେଶ୍ବର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଚାଷୀ ହେଲେ ନାଗେଶ୍ବର ଗ୍ରାମର ବାଲିଆ ସିଂ।

ସୂଚନାନୁଯାୟୀ, ନାଗେଶ୍ବର ଗ୍ରାମର ବାଲିଆ ସିଂ ସୋମବାର ରାତିରେ ବିଲକୁ ଧାନ ଜଗିବାକୁ ଯାଇଥିବା ବେଳେ ହାତୀ ସହ ମୁହାଁମୁହିଁ ହୋଇ ଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡିଦେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ପରିବାର ଲୋକେ ପହଞ୍ଚି ମୃତଦେହକୁ ଘରକୁ ଆଣିଥିଲେ। ଆଜି ସକାଳେ ମହାବୀର ରୋଡ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଛେଦ ପାଇଁ ପରଜଙ୍ଗ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇବା ବ୍ୟବସ୍ଥା କରୁଛି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.